ଲେବୀୟ ପୁସ୍ତକ 2:5 - ଓଡିଆ ବାଇବେଲ5 ଆଉ ଯଦି ପଲମରେ ଭଜା ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ ନୈବେଦ୍ୟ ହୁଏ, ତେବେ ତାହା ତୈଳ ମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ହେବ। See the chapterପବିତ୍ର ବାଇବଲ (Re-edited) - (BSI)5 ଆଉ ଯେବେ ପଲମରେ ଭଜା ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ-ନୈବେଦ୍ୟ ହୁଏ, ତେବେ ତାହା ତୈଳମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ହେବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ ଯଦି ପଲମରେ ଭଜା ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ ନୈବେଦ୍ୟ ହୁଏ, ତେବେ ତାହା ତୈଳ ମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ହେବ। See the chapterପବିତ୍ର ବାଇବଲ5 ପୁଣି ଯଦି ନୈବେଦ୍ୟ କରେଇରେ ସେକା ହୋଇଥିବା ପିଠା ହୁଏ, ତେବେ ଏହା ନିଶ୍ଚିତ ତାଡ଼ିଶୂନ୍ୟ ସରୁ ମଇଦାରୁ ତିଆରି ହୋଇ ତୈଳରେ ଭଜା ହୋଇ ତିଆରି ହୋଇଥିବ। See the chapter |