ଲେବୀୟ ପୁସ୍ତକ 20:23 - ଓଡିଆ ବାଇବେଲ23 ପୁଣି, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ଯେଉଁ ଦେଶୀୟ ଲୋକମାନଙ୍କୁ ଦୂର କରୁଅଛୁ, ସେମାନଙ୍କ ଆଚରଣ ଅନୁସାରେ ତୁମ୍ଭେମାନେ ଚ଼ାଲିବ ନାହିଁ; କାରଣ ସେମାନେ ସେହିସବୁ ଦୁଷ୍କର୍ମ କଲେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଘୃଣା କଲୁ। See the chapterପବିତ୍ର ବାଇବଲ (Re-edited) - (BSI)23 ପୁଣି, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ଯେଉଁ ଦେଶୀୟ ଲୋକମାନଙ୍କୁ ଦୂର କରୁଅଛୁ, ସେମାନଙ୍କ ଆଚାର ଅନୁସାରେ ତୁମ୍ଭେମାନେ ଚଳିବ ନାହିଁ; କାରଣ ସେମାନେ ସେହିସବୁ ଦୁଷ୍କର୍ମ କଲେ, ଏଣୁକରି ଆମ୍ଭେ ସେମାନଙ୍କୁ ଘୃଣା କଲୁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପୁଣି, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ଯେଉଁ ଦେଶୀୟ ଲୋକମାନଙ୍କୁ ଦୂର କରୁଅଛୁ, ସେମାନଙ୍କ ଆଚରଣ ଅନୁସାରେ ତୁମ୍ଭେମାନେ ଚ଼ାଲିବ ନାହିଁ; କାରଣ ସେମାନେ ସେହି ସବୁ ଦୁଷ୍କର୍ମ କଲେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଘୃଣା କଲୁ। See the chapterପବିତ୍ର ବାଇବଲ23 ପୁଣି ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ଯେଉଁ ଦେଶୀୟମାନଙ୍କୁ ତଡ଼ି ଦେଉଛୁ, ସେମାନଙ୍କ ଆଚରଣ ତୁମ୍ଭେମାନେ କରିବ ନାହିଁ। କାରଣ ସେମାନେ ସେହିସବୁ ଦୁଷ୍କର୍ମ କରିବାରୁ ଆମ୍ଭେ ସେମାନଙ୍କୁ ଘୃଣା କଲୁ। See the chapter |