ଲେବୀୟ ପୁସ୍ତକ 23:15 - ଓଡିଆ ବାଇବେଲ15 ଆହୁରି ସେହି ବିଶ୍ରାମବାରର ପରଦିନଠାରୁ ଯେଉଁ ଦିନ ଦୋଳନୀୟ ନୈବେଦ୍ୟରୂପ ବିଡ଼ା ଆଣିଲ, ସେହି ଦିନଠାରୁ ପୂର୍ଣ୍ଣ ସାତ ସପ୍ତାହ ଗଣନା କରିବ। See the chapterପବିତ୍ର ବାଇବଲ (Re-edited) - (BSI)15 ଅନନ୍ତର ସେହି ବିଶ୍ରାମବାରର ପରଦିନଠାରୁ ଯେଉଁ ଦିନ ଦୋଳନୀୟ ନୈବେଦ୍ୟରୂପ ବିଡ଼ା ଆଣିଲ, ସେହି ଦିନଠାରୁ ପୂର୍ଣ୍ଣ ସାତ ସପ୍ତାହ ଗଣନା କରିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆହୁରି ସେହି ବିଶ୍ରାମବାରର ପରଦିନଠାରୁ ଯେଉଁ ଦିନ ଦୋଳନୀୟ ନୈବେଦ୍ୟରୂପ ବିଡ଼ା ଆଣିଲ, ସେହି ଦିନଠାରୁ ପୂର୍ଣ୍ଣ ସାତ ସପ୍ତାହ ଗଣନା କରିବ। See the chapterପବିତ୍ର ବାଇବଲ15 “ଅନନ୍ତର ସେହି ବିଶ୍ରାମବାର ପରଦିନଠାରୁ ଯେଉଁ ଦିନ ଦୋଳନୀୟ ନୈବେଦ୍ୟରୂପେ ବିଡ଼ା ଆଣିଲ ସେହି ଦିନଠାରୁ ପୂର୍ଣ୍ଣ ସାତ ସପ୍ତାହ ଗଣନା କରିବ। See the chapter |