ଲେବୀୟ ପୁସ୍ତକ 24:7 - ଓଡିଆ ବାଇବେଲ7 ଆଉ, ପ୍ରତ୍ୟେକ ଧାଡ଼ି ଉପରେ ନିର୍ମଳ କୁନ୍ଦୁରୁ ଦେବ, ତାହା ସେହି ରୁଟିର ସ୍ମରଣାର୍ଥକ ଅଂଶ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ। See the chapterପବିତ୍ର ବାଇବଲ (Re-edited) - (BSI)7 ଆଉ, ପ୍ରତ୍ୟେକ ଧାଡ଼ି ଉପରେ ନିର୍ମଳ କୁନ୍ଦୁରୁ ଦେବ, ତାହା ସେହି ରୋଟୀର ସ୍ମରଣାର୍ଥକ ଅଂଶ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ, ପ୍ରତ୍ୟେକ ଧାଡ଼ି ଉପରେ ନିର୍ମଳ କୁନ୍ଦୁରୁ ଦେବ, ତାହା ସେହି ରୁଟିର ସ୍ମରଣାର୍ଥକ ଅଂଶ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ। See the chapterପବିତ୍ର ବାଇବଲ7 ଆଉ ରୋଟୀ ପରିବର୍ତ୍ତେ ସ୍ମରଣାର୍ଥକ ନୈବେଦ୍ୟରୂପେ ପ୍ରତି ଧାଡ଼ିର ଉପରେ ନିର୍ମଳ ସୁବାସିତ ଲୋବାନ୍ ଦେବ। See the chapter |