ଲେବୀୟ ପୁସ୍ତକ 25:22 - ଓଡିଆ ବାଇବେଲ22 ପୁଣି, ଅଷ୍ଟମ ବର୍ଷରେ ତୁମ୍ଭେମାନେ ବୁଣିବ ଓ ପୁରାତନ ଶସ୍ୟ ଖାଇବ; ନବମ ବର୍ଷ ପର୍ଯ୍ୟନ୍ତ ଫଳ ଉତ୍ପନ୍ନ ହେବା ପର୍ଯ୍ୟନ୍ତ, ତୁମ୍ଭେମାନେ ପୁରାତନ ଶସ୍ୟ ଭୋଜନ କରିବ। See the chapterପବିତ୍ର ବାଇବଲ (Re-edited) - (BSI)22 ପୁଣି, ଅଷ୍ଟମ ବର୍ଷରେ ତୁମ୍ଭେମାନେ ବୁଣିବ ଓ ପୁରାତନ ଶସ୍ୟ ଖାଇବ; ନବମ ବର୍ଷ ପର୍ଯ୍ୟନ୍ତ ଫଳ ଉତ୍ପନ୍ନ ହେବାଯାଏ, ତୁମ୍ଭେମାନେ ପୁରାତନ ଶସ୍ୟ ଭୋଜନ କରିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୁଣି, ଅଷ୍ଟମ ବର୍ଷରେ ତୁମ୍ଭେମାନେ ବୁଣିବ ଓ ପୁରାତନ ଶସ୍ୟ ଖାଇବ; ନବମ ବର୍ଷ ପର୍ଯ୍ୟନ୍ତ ଫଳ ଉତ୍ପନ୍ନ ହେବା ପର୍ଯ୍ୟନ୍ତ, ତୁମ୍ଭେମାନେ ପୁରାତନ ଶସ୍ୟ ଭୋଜନ କରିବ। See the chapterପବିତ୍ର ବାଇବଲ22 ତୁମ୍ଭେମାନେ ଅଷ୍ଟମ ବର୍ଷରେ ଯେତେବେଳେ ବୁଣିବ ସେତେବେଳେ ତୁମ୍ଭେମାନେ ପୁରାତନ ଶସ୍ୟ ଖାଉଥିବ। ତୁମ୍ଭେମାନେ ନବମ ବର୍ଷ ଫଳ ଉତ୍ପନ୍ନ ହେବା ପର୍ଯ୍ୟନ୍ତ ସେହି ପୁରାତନ ଶସ୍ୟ ଖାଇବ। See the chapter |