ଲେବୀୟ ପୁସ୍ତକ 25:49 - ଓଡିଆ ବାଇବେଲ49 କିଅବା ତାହାର ପିତୃବ୍ୟ କି ପିତୃବ୍ୟପୁତ୍ର ତାହାକୁ ମୁକ୍ତ କରି ପାରିବ, ଅବା ତାହାର ବଂଶଜାତ ନିକଟବର୍ତ୍ତୀ କୌଣସି ଜ୍ଞାତି ତାହାକୁ ମୁକ୍ତ କରି ପାରିବ; ଅବା ଯଦି ତାହାର ହସ୍ତ ଧନରେ ବୃଦ୍ଧି ପାଏ, ତେବେ ସେ ଆପଣାକୁ ମୁକ୍ତ କରି ପାରିବ। See the chapterପବିତ୍ର ବାଇବଲ (Re-edited) - (BSI)49 କିଅବା ତାହାର ପିତୃବ୍ୟ କି ପିତୃବ୍ୟପୁତ୍ର ତାହାକୁ ମୁକ୍ତ କରି ପାରିବ, ଅବା ତାହାର ବଂଶଜାତ ନିକଟବର୍ତ୍ତୀ କୌଣସି ଜ୍ଞାତି ତାହାକୁ ମୁକ୍ତ କରି ପାରିବ। ଅବା ଯେବେ ତାହାର ହସ୍ତ ଧନରେ ବୃଦ୍ଧି ପାଏ, ତେବେ ସେ ଆପଣାକୁ ମୁକ୍ତ କରି ପାରିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT49 କିଅବା ତାହାର ପିତୃବ୍ୟ କି ପିତୃବ୍ୟପୁତ୍ର ତାହାକୁ ମୁକ୍ତ କରି ପାରିବ, ଅବା ତାହାର ବଂଶଜାତ ନିକଟବର୍ତ୍ତୀ କୌଣସି ଜ୍ଞାତି ତାହାକୁ ମୁକ୍ତ କରି ପାରିବ; ଅବା ଯଦି ତାହାର ହସ୍ତ ଧନରେ ବୃଦ୍ଧି ପାଏ, ତେବେ ସେ ଆପଣାକୁ ମୁକ୍ତ କରି ପାରିବ। See the chapterପବିତ୍ର ବାଇବଲ49 ତାହାର କକା କିମ୍ବା କକାର ପୁତ୍ର ତାକୁ ମୁକ୍ତ କରି ପାରିବ। ଆଉ ତା'ର ବଂଶଜାତ ନିକଟବର୍ତ୍ତୀ କୌଣସି ଜ୍ଞାତି ତାକୁ ମୁକ୍ତ କରି ପାରିବ କିମ୍ବା ତାହାର ସ୍ୱହସ୍ତରେ ଅଧିକ ଧନ ହେଲେ ସେ ନିଜକୁ ମଧ୍ୟ ମୁକ୍ତ କରି ପାରିବ। See the chapter |