ଲେବୀୟ ପୁସ୍ତକ 26:6 - ଓଡିଆ ବାଇବେଲ6 ଆଉ, ଆମ୍ଭେ ଦେଶରେ ଶାନ୍ତି ପ୍ରଦାନ କରିବା, ତହିଁରେ ତୁମ୍ଭେମାନେ ଶୟନ କଲେ, କେହି ତୁମ୍ଭମାନଙ୍କୁ ଭୟ ଦେଖାଇବ ନାହିଁ; ପୁଣି ଆମ୍ଭେ ହିଂସ୍ରକ ଜନ୍ତୁମାନଙ୍କୁ ଦେଶରୁ ଦୂର କରିବା ଓ ତୁମ୍ଭମାନଙ୍କ ଦେଶରେ ଖଡ୍ଗ ଭ୍ରମଣ କରିବ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)6 ଆଉ ଆମ୍ଭେ ଦେଶରେ ଶାନ୍ତି ପ୍ରଦାନ କରିବା, ତହିଁରେ ତୁମ୍ଭେମାନେ ଶୟନ କଲେ, କେହି ତୁମ୍ଭମାନଙ୍କୁ ଭୟ ଦେଖାଇବ ନାହିଁ ; ପୁଣି ଆମ୍ଭେ ହିଂସ୍ରକ ଜନ୍ତୁମାନଙ୍କୁ ଦେଶରୁ ନିରସ୍ତ କରିବାୁଓ ତୁମ୍ଭମାନଙ୍କ ଦେଶରେ ଖଡ଼୍ଗ ଭ୍ରମଣ କରିବ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ, ଆମ୍ଭେ ଦେଶରେ ଶାନ୍ତି ପ୍ରଦାନ କରିବା, ତହିଁରେ ତୁମ୍ଭେମାନେ ଶୟନ କଲେ, କେହି ତୁମ୍ଭମାନଙ୍କୁ ଭୟ ଦେଖାଇବ ନାହିଁ; ପୁଣି ଆମ୍ଭେ ହିଂସ୍ରକ ଜନ୍ତୁମାନଙ୍କୁ ଦେଶରୁ ଦୂର କରିବା ଓ ତୁମ୍ଭମାନଙ୍କ ଦେଶରେ ଖଡ୍ଗ ଭ୍ରମଣ କରିବ ନାହିଁ। See the chapterପବିତ୍ର ବାଇବଲ6 ଆମ୍ଭେ ଦେଶର ଶାନ୍ତି ସ୍ଥାପନ କରିବା, ତୁମ୍ଭେମାନେ ଶୟନ କଲାବେଳେ କେହି ତୁମ୍ଭମାନଙ୍କୁ ଭୟ ଦେଖାଇବେ ନାହିଁ। ପୁଣି ଆମ୍ଭେ ହିଂସ୍ରଜନ୍ତୁମାନଙ୍କୁ ଦେଶରୁ ଦୂରେଇ ଦେବା ଏବଂ ତୁମ୍ଭ ଦେଶରେ ଶତ୍ରୁ ପ୍ରବେଶ କରି ପାରିବ ନାହିଁ। See the chapter |