ଲେବୀୟ ପୁସ୍ତକ 27:16 - ଓଡିଆ ବାଇବେଲ16 ଆଉ, ଯଦି କୌଣସି ମନୁଷ୍ୟ ଆପଣା ଅଧିକୃତ କ୍ଷେତ୍ରର କୌଣସି ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶୁଚି କରେ, ତେବେ ତୁମ୍ଭର ମୂଲ୍ୟ ନିରୂପଣ ସେହି କ୍ଷେତ୍ରରେ ବୁଣିବା ନିମନ୍ତେ ଆବଶ୍ୟକୀୟ ପରିମାଣର ବିହନ ଅନୁସାରେ ହେବ; ଏକ ହୋମର ପରିମିତ ଯବ ବିହନର ମୂଲ୍ୟ ପଚାଶ ଶେକଲ ରୂପା ହେବ। See the chapterପବିତ୍ର ବାଇବଲ (Re-edited) - (BSI)16 ଆଉ ଯେବେ କୌଣସି ମନୁଷ୍ୟ ଆପଣା ଅଧିକୃତ କ୍ଷେତ୍ରର କୌଣସି ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରତିଷ୍ଠା କରେ, ତେବେ ତୁମ୍ଭର ମୂଲ୍ୟ-ନିରୂପଣ ତାହାର ବପନୀୟ ବିହନ ଅନୁସାରେ ହେବ; ଏକ ହୋମର-ପରିମିତ ଯବ-ବିହନର ମୂଲ୍ୟ ପଚାଶ ଶେକଲ ରୂପା ହେବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଉ, ଯଦି କୌଣସି ମନୁଷ୍ୟ ଆପଣା ଅଧିକୃତ କ୍ଷେତ୍ରର କୌଣସି ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶୁଚି କରେ, ତେବେ ତୁମ୍ଭର ମୂଲ୍ୟ ନିରୂପଣ ସେହି କ୍ଷେତ୍ରରେ ବୁଣିବା ନିମନ୍ତେ ଆବଶ୍ୟକୀୟ ପରିମାଣର ବିହନ ଅନୁସାରେ ହେବ; ଏକ ହୋମର ପରିମିତ ଯବ ବିହନର ମୂଲ୍ୟ ପଚାଶ ଶେକଲ ରୂପା ହେବ। See the chapterପବିତ୍ର ବାଇବଲ16 “ଆଉ ଯଦି କୌଣସି ମନୁଷ୍ୟ ଆପଣା ଅଧିକୃତ କ୍ଷେତ୍ରର କିଛି ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ତେବେ ତାହାର ମୂଲ୍ୟ ନିରୂପଣ ତାହାର ବପନୀୟ ବିହନ ଅନୁସାରେ ହେବ; ଏକ ହୋମର-ପରିମିତ ଯବ-ବିହନର ମୂଲ୍ୟ ପଗ୍ଭଶ୍ ଶେକଲ ରୂପା ହେବ। See the chapter |