Online Bible

- Advertisements -




ଲେବୀୟ ପୁସ୍ତକ 27:18 - ଓଡିଆ ବାଇବେଲ

18 ମାତ୍ର, ଯଦି ସେ ଯୁବ୍‍ଲୀ ଉତ୍ତାରେ ଆପଣା କ୍ଷେତ୍ର ଶୁଚି କରେ, ତେବେ ଯାଜକ ଯୁବ୍‍ଲୀ ବର୍ଷ ପର୍ଯ୍ୟନ୍ତ ଅବଶିଷ୍ଟ ବର୍ଷର ସଂଖ୍ୟାନୁସାରେ ତାହା ସହିତ ମୂଲ୍ୟର ଗଣନା କରିବ, ପୁଣି ତଦନୁସାରେ ତୁମ୍ଭ ନିରୂପିତ ମୂଲ୍ୟରୁ ଊଣା କରାଯିବ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

18 ମାତ୍ର ଯେବେ ସେ ଯୋବେଲ ଉତ୍ତାରେ ଆପଣା କ୍ଷେତ୍ର ପ୍ରତିଷ୍ଠା କରେ, ତେବେ ଯାଜକ ଯୋବେଲ-ବର୍ଷ ପର୍ଯ୍ୟନ୍ତ ଅବଶିଷ୍ଟ ବର୍ଷର ସଂଖ୍ୟାନୁସାରେ ତାହା ସହିତ ମୂଲ୍ୟର ଗଣନା କରିବ, ପୁଣି ତଦନୁସାରେ ତୁମ୍ଭ ନିରୂପିତ ମୂଲ୍ୟରୁ ଊଣା କରାଯିବ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ମାତ୍ର, ଯଦି ସେ ଯୋବେଲ ଉତ୍ତାରେ ଆପଣା କ୍ଷେତ୍ର ଶୁଚି କରେ, ତେବେ ଯାଜକ ଯୋବେଲ ବର୍ଷ ପର୍ଯ୍ୟନ୍ତ ଅବଶିଷ୍ଟ ବର୍ଷର ସଂଖ୍ୟାନୁସାରେ ତାହା ସହିତ ମୂଲ୍ୟର ଗଣନା କରିବ, ପୁଣି ତଦନୁସାରେ ତୁମ୍ଭ ନିରୂପିତ ମୂଲ୍ୟରୁ ଊଣା କରାଯିବ।

See the chapter Copy

ପବିତ୍ର ବାଇବଲ

18 ମାତ୍ର ଯଦି ସେ ମହୋଲ୍ଲାସ-ଉତ୍ସବ ପରେ ଆପଣା କ୍ଷେତ୍ର ଉତ୍ସର୍ଗ କରେ, ତେବେ ଯାଜକ ମହୋଲ୍ଲାସ-ଉତ୍ସବ ବର୍ଷ ପର୍ଯ୍ୟନ୍ତ ଅବଶିଷ୍ଟ ବର୍ଷର ସଂଖ୍ୟା ଅନୁସାରେ ତା’ ସହିତ ମୂଲ୍ୟର ଗଣନା କରିବ। ପୁଣି ତଦନୁସାରେ ତା'ର ନିରୂପିତ ମୂଲ୍ୟରୁ ଊଣା କରାଯିବ।

See the chapter Copy




ଲେବୀୟ ପୁସ୍ତକ 27:18

Follow us:

Advertisements


Advertisements