ଲେବୀୟ ପୁସ୍ତକ 27:30 - ଓଡିଆ ବାଇବେଲ30 ପୁଣି ଭୂମିର ଶସ୍ୟ କି ବୃକ୍ଷର ଫଳ ହେଉ, ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟର ଦଶମାଂଶ ସଦାପ୍ରଭୁଙ୍କର ହେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର। See the chapterପବିତ୍ର ବାଇବଲ (Re-edited) - (BSI)30 ପୁଣି ଭୂମିର ଶସ୍ୟ କି ବୃକ୍ଷର ଫଳ ହେଉ, ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟର ଦଶମାଂଶ ସଦାପ୍ରଭୁଙ୍କର ହେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ପୁଣି ଭୂମିର ଶସ୍ୟ କି ବୃକ୍ଷର ଫଳ ହେଉ, ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟର ଦଶମାଂଶ ସଦାପ୍ରଭୁଙ୍କର ହେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର। See the chapterପବିତ୍ର ବାଇବଲ30 “ଭୂମିର ଶସ୍ୟ ହେଉ କି ବୃକ୍ଷର ଫଳ ହେଉ, ଉତ୍ପନ୍ନ ଦ୍ରବ୍ୟର ଦଶମାଂଶ ସଦାପ୍ରଭୁଙ୍କର ହେବ। ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ। See the chapter |