ଲେବୀୟ ପୁସ୍ତକ 27:31 - ଓଡିଆ ବାଇବେଲ31 ଆଉ, ଯଦି କେହି ଆପଣା ଦଶମାଂଶରୁ କିଛି ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତହିଁର ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ। See the chapterପବିତ୍ର ବାଇବଲ (Re-edited) - (BSI)31 ଆଉ ଯେବେ କେହି ଆପଣା ଦଶମାଂଶରୁ କିଛି ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତହିଁର ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଆଉ, ଯଦି କେହି ଆପଣା ଦଶମାଂଶରୁ କିଛି ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତହିଁର ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ। See the chapterପବିତ୍ର ବାଇବଲ31 ଯଦି କେହି ସେ ଦଶମାଂଶରୁ କିଛି ମୁକ୍ତ କରିବାକୁ ଇଚ୍ଛା କରେ ତେବେ ସେ ତହିଁର ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ। See the chapter |