ଲେବୀୟ ପୁସ୍ତକ 3:17 - ଓଡିଆ ବାଇବେଲ17 ତାହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସମସ୍ତ ଗୃହରେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ମେଦ ଓ ରକ୍ତ, କିଛି ଭୋଜନ କରିବ ନାହିଁ।” See the chapterପବିତ୍ର ବାଇବଲ (Re-edited) - (BSI)17 ତାହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସମସ୍ତ ଗୃହରେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ମେଦ ଓ ରକ୍ତ, କିଛି ଭୋଜନ କରିବ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତାହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସମସ୍ତ ଗୃହରେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ମେଦ ଓ ରକ୍ତ, କିଛି ଭୋଜନ କରିବ ନାହିଁ।” See the chapterପବିତ୍ର ବାଇବଲ17 ଏହି ବିଧି ପ୍ରତ୍ୟେକ ଗୃହରେ ତୁମ୍ଭମାନଙ୍କର ସମସ୍ତ ଭବିଷ୍ୟଦ୍ ବଂଶାନୁକ୍ରମମାନଙ୍କ ପାଇଁ ଅନୁକରଣୀୟ ହେବ। ତୁମ୍ଭେମାନେ ଯେଉଁଠାରେ ରୁହ ନା କାହିଁକି ମେଦ କିମ୍ବା ରକ୍ତ ଭୋଜନ କରିବ ନାହିଁ।” See the chapter |