ଲେବୀୟ ପୁସ୍ତକ 4:20 - ଓଡିଆ ବାଇବେଲ20 ପୁଣି, ସେ ସେହି ପାପାର୍ଥକ ବଳିର ଗୋବତ୍ସକୁ ଯେରୂପ କଲା, ଏହାକୁ ହିଁ ସେରୂପ କରିବ; ଏହିରୂପେ ଯାଜକ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେମାନେ କ୍ଷମାପ୍ରାପ୍ତ ହେବେ। See the chapterପବିତ୍ର ବାଇବଲ (Re-edited) - (BSI)20 ପୁଣି, ସେ ସେହି ପାପାର୍ଥକ ବଳିର ଗୋବତ୍ସକୁ ଯେରୂପ କଲା, ଏହାକୁ ହିଁ ତଦ୍ରୂପ କରିବ; ଏହିରୂପେ ଯାଜକ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେମାନେ କ୍ଷମାପ୍ରାପ୍ତ ହେବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି, ସେ ସେହି ପାପାର୍ଥକ ବଳିର ଗୋବତ୍ସକୁ ଯେରୂପ କଲା, ଏହାକୁ ହିଁ ସେରୂପ କରିବ; ଏହିରୂପେ ଯାଜକ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେମାନେ କ୍ଷମାପ୍ରାପ୍ତ ହେବେ। See the chapterପବିତ୍ର ବାଇବଲ20 ପୁଣି ସେହି ପାପାର୍ଥକ ନୈବେଦ୍ୟର ଗୋବତ୍ସକୁ ଯେପରି କଲ, ଏହାକୁ ସେହିପରି କରିବ। ଏହିପରି ଯାଜକ ସେମାନଙ୍କ ପାଇଁ ପ୍ରାୟଶ୍ଚିତ କରିବ। ତା'ହେଲେ ଇସ୍ରାଏଲ ଲୋକ କ୍ଷମାପ୍ରାପ୍ତ ହେବେ। See the chapter |