ଲେବୀୟ ପୁସ୍ତକ 4:23 - ଓଡିଆ ବାଇବେଲ23 ତେବେ ସେ ଯେଉଁ ବିଷୟରେ ପାପ କରିଅଛି, ତାହାର ସେହି ପାପ ତାହାକୁ ଜ୍ଞାତ କରାଗଲେ, ସେ ଏକ ନିଖୁନ୍ତ ପୁଂ ଛାଗ ଉପହାର ଆଣିବ। See the chapterପବିତ୍ର ବାଇବଲ (Re-edited) - (BSI)23 ତେବେ ସେ ଯେଉଁ ବିଷୟରେ ପାପ କରିଅଛି, ତାହାର ସେହି ପାପ ତାହାକୁ ଜ୍ଞାତ କରାଗଲେ, ସେ ଏକ ନିଖୁନ୍ତ ପୁଂଛାଗ ଉପହାର ଆଣିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତେବେ ସେ ଯେଉଁ ବିଷୟରେ ପାପ କରିଅଛି, ତାହାର ସେହି ପାପ ତାହାକୁ ଜ୍ଞାତ କରାଗଲେ, ସେ ଏକ ନିଖୁନ୍ତ ପୁଂ ଛାଗ ଉପହାର ଆଣିବ। See the chapterପବିତ୍ର ବାଇବଲ23 ଯଦି ସେ ଶାସକ ଆପଣା କୃତ ପାପ ଜ୍ଞାତ ହୁଏ ତେବେ ସେ ଏକ ନିଖୁଣ ପୁଂ ଛାଗ ଉତ୍ସର୍ଗ କରିବ। See the chapter |