ଲେବୀୟ ପୁସ୍ତକ 5:16 - ଓଡିଆ ବାଇବେଲ16 ପୁଣି ପବିତ୍ର ବସ୍ତୁ ବିଷୟରେ ସେ ଯେଉଁ ତ୍ରୁଟି କରିଅଛି, ତହିଁର ପରିଶୋଧ କରିବ, ତାହା ବ୍ୟତୀତ ପଞ୍ଚମାଂଶର ଏକାଂଶ ମଧ୍ୟ ଯାଜକକୁ ଦେବ, ତହୁଁ ଯାଜକ ଦୋଷାର୍ଥକ ମେଷ ବଳି ଦ୍ୱାରା ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ। See the chapterପବିତ୍ର ବାଇବଲ (Re-edited) - (BSI)16 ପୁଣି ପବିତ୍ର ବସ୍ତୁ ବିଷୟରେ ସେ ଯେ ତ୍ରୁଟି କରିଅଛି, ତହିଁର ପରିଶୋଧ କରିବ, ତାହା ଛଡ଼ା ପଞ୍ଚମାଂଶର ଏକାଂଶ ମଧ୍ୟ ଯାଜକକୁ ଦେବ, ତହୁଁ ଯାଜକ ଦୋଷାର୍ଥକ ମେଷବଳି ଦ୍ଵାରା ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି ପବିତ୍ର ବସ୍ତୁ ବିଷୟରେ ସେ ଯେଉଁ ତ୍ରୁଟି କରିଅଛି, ତହିଁର ପରିଶୋଧ କରିବ, ତାହା ବ୍ୟତୀତ ପଞ୍ଚମାଂଶର ଏକାଂଶ ମଧ୍ୟ ଯାଜକକୁ ଦେବ, ତହୁଁ ଯାଜକ ଦୋଷାର୍ଥକ ମେଷବଳି ଦ୍ୱାରା ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ। See the chapterପବିତ୍ର ବାଇବଲ16 ପୁଣି ପବିତ୍ର ବସ୍ତୁ ବିଷୟରେ ସେ ଯେଉଁ ପାପ କରିଅଛି ତାହା ପରିଶୋଧ କରିବ। ଏହା ବ୍ୟତୀତ ଏକ ପଞ୍ଚମାଂଶ ଯାଜକକୁ ଦେବ, ତହୁଁ ଯାଜକ ଦୋଷାର୍ଥକ ନୈବେଦ୍ୟ ଦ୍ୱାରା ତା’ ପାଇଁ ପ୍ରାୟଶ୍ଚିତ କରିବ, ତହିଁରେ ସେ କ୍ଷମା ପ୍ରାପ୍ତ ହେବ। See the chapter |