ଲୂକ ଲିଖିତ ସୁସମାଚାର 13:2 - ଓଡିଆ ବାଇବେଲ2 ସେଥିରେ ସେ ସେମାନଙ୍କୁ ଉତ୍ତର ଦେଲେ, ଏହାସବୁ ଭୋଗ କରିବାରୁ ଏହି ଗାଲିଲୀୟମାନେ ଅନ୍ୟ ସମସ୍ତ ଗାଲିଲୀୟମାନଙ୍କ ଅପେକ୍ଷା ଅଧିକ ପାପୀ ବୋଲି କି ତୁମ୍ଭେମାନେ ମନେ କରୁଅଛ ? See the chapterପବିତ୍ର ବାଇବଲ (Re-edited) - (BSI)2 ସେଥିରେ ସେ ସେମାନଙ୍କୁ ଉତ୍ତର ଦେଲେ, ଏହାସବୁ ଭୋଗ କରିବାରୁ ଏହି ଗାଲିଲୀୟମାନେ ଅନ୍ୟ ସମସ୍ତ ଗାଲିଲୀୟମାନଙ୍କ ଅପେକ୍ଷା ଅଧିକ ପାପୀ ବୋଲି କି ତୁମ୍ଭେମାନେ ମନେ କରୁଅଛ? See the chapterପବିତ୍ର ବାଇବଲ (CL) NT (BSI)2 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସେପରି ହତ୍ୟା କରାଯାଇଥିôବା ଗାଲିଲୀୟମାନେ ଅନ୍ୟ ଗାଲିଲୀୟମାନଙ୍କ ଅପେକ୍ଷା ଅଧିକ ପାପୀ ବୋଲି କ’ଣ ତୁମେ ଭାବୁଛ? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେଥିରେ ସେ ସେମାନଙ୍କୁ ଉତ୍ତର ଦେଲେ, “ଏହାସବୁ ଭୋଗ କରିବାରୁ ଏହି ଗାଲିଲୀୟମାନେ ଅନ୍ୟ ସମସ୍ତ ଗାଲିଲୀୟମାନଙ୍କ ଅପେକ୍ଷା ଅଧିକ ପାପୀ ବୋଲି କି ତୁମ୍ଭେମାନେ ମନେ କରୁଅଛ? See the chapterପବିତ୍ର ବାଇବଲ2 ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ କ’ଣ ଭାବୁଛ ଯେ ଏହି ଲୋକମାନେ ଗାଲିଲୀର ସବଠାରୁ ଅଧିକ ପାପୀ ଥିଲେ ବୋଲି ସେମାନଙ୍କୁ ଏ ଦଶା ଭୋଗିବାକୁ ପଡ଼ିଲା? See the chapter |