ଲୂକ ଲିଖିତ ସୁସମାଚାର 2:3 - ଓଡିଆ ବାଇବେଲ3 ସେଥିନିମନ୍ତେ ସମସ୍ତେ ନାମ ଲେଖାଇବା ପାଇଁ ଆପଣା ଆପଣା ନଗରକୁ ଯାଉଥିଲେ । See the chapterପବିତ୍ର ବାଇବଲ (Re-edited) - (BSI)3 ସେଥିନିମନ୍ତେ ସମସ୍ତେ ନାମ ଲେଖାଇବା ପାଇଁ ଆପଣା ଆପଣା ନଗରକୁ ଯାଉଥିଲେ। See the chapterପବିତ୍ର ବାଇବଲ (CL) NT (BSI)3 ପ୍ରତ୍ୟେକେ ନିଜର ନାମ ତାଲିକାଭୁକ୍ତ କରିବା ପାଇଁ ପୈତୃକ ସହରକୁ ଗଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେଥିନିମନ୍ତେ ସମସ୍ତେ ନାମ ଲେଖାଇବା ପାଇଁ ଆପଣା ଆପଣା ନଗରକୁ ଯାଉଥିଲେ। See the chapterପବିତ୍ର ବାଇବଲ3 ତେଣୁ ପ୍ରତ୍ୟେକ ଲୋକ ନାମ ପଞ୍ଜୀକରଣ କରିବା ପାଇଁ ନିଜ ନିଜ ନଗରକୁ ଗଲେ। See the chapter |