ଲୂକ ଲିଖିତ ସୁସମାଚାର 2:33 - ଓଡିଆ ବାଇବେଲ33 ତାହାଙ୍କ ସମ୍ବନ୍ଧୀୟ କୁହାଯାଇଥିବା ସମସ୍ତ ବିଷୟରେ ତାହାଙ୍କ ପିତାମାତା ଚମତ୍କୃତ ହେଉଥିଲେ । See the chapterପବିତ୍ର ବାଇବଲ (Re-edited) - (BSI)33 ତାହାଙ୍କ ସମ୍ଵନ୍ଧୀୟ କଥିତ ସମସ୍ତ ବିଷୟରେ ତାହାଙ୍କ ପିତାମାତା ଚମତ୍କୃତ ହେଉଥିଲେ। See the chapterପବିତ୍ର ବାଇବଲ (CL) NT (BSI)33 ଶିଶୁଙ୍କ ବିଷୟରେ ଶିମିୟୋନ୍ ଯାହା କହିଲେ, ତାଙ୍କର ପିତାମାତା ସେଥିରେ ଆଶ୍ଚର୍ଯ୍ୟ ହେଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ତାହାଙ୍କ ସମ୍ବନ୍ଧୀୟ କୁହାଯାଇଥିବା ସମସ୍ତ ବିଷୟରେ ତାହାଙ୍କ ପିତାମାତା ଚମତ୍କୃତ ହେଉଥିଲେ। See the chapterପବିତ୍ର ବାଇବଲ33 ଯୀଶୁଙ୍କ ବାପାମା ଯୀଶୁଙ୍କ ବିଷୟରେ ଶିମିୟୋନଙ୍କ ମୁହଁରୁ ଏ କଥା ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ। See the chapter |