ଲୂକ ଲିଖିତ ସୁସମାଚାର 9:22 - ଓଡିଆ ବାଇବେଲ22 ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି, ତୃତୀୟ ଦିନରେ ଉଠିବାକୁ ହେବ । See the chapterପବିତ୍ର ବାଇବଲ (Re-edited) - (BSI)22 ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ଵାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି ତୃତୀୟ ଦିବସରେ ଉତ୍ଥିତ ହେବାକୁ ହେବ। See the chapterପବିତ୍ର ବାଇବଲ (CL) NT (BSI)22 ପୁଣି ସେ ସେମାନଙ୍କୁ କହିଲେ, “ମନୁଷ୍ୟପୁତ୍ର ବହୁତ ଦୁଃଖ ଭୋଗ କରିବେ ଓ ଇହୁଦୀ ନେତା, ମୁଖ୍ୟଯାଜକ ଓ ଧର୍ମଗୁରୁମାନଙ୍କ ଦ୍ୱାରା ପରିତ୍ୟକ୍ତ ହେବେ। ସେ ମୃତ୍ୟୁ ଭୋଗ କରିବେ, କିନ୍ତୁ ତୃତୀୟ ଦିବସରେ ସେ ଜୀବିତ ହୋଇ ଉଠିବେ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 “ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି, ତୃତୀୟ ଦିନରେ ପୁନରୁତ୍ଥାନ ନିଶ୍ଚୟ ହେବ।” See the chapterପବିତ୍ର ବାଇବଲ22 “ଏ କଥା ସତ୍ୟ ଯେ ମନୁଷ୍ୟପୁତ୍ର ଅନେକ ଯାତନା ନିଶ୍ଚୟ ଭୋଗ କରିବେ। ପ୍ରାଚୀନ ଯିହୂଦୀ ନେତା, ପ୍ରଧାନଯାଜକ ଓ ଶାସ୍ତ୍ରୀମାନେ ତାହାଙ୍କୁ ଅସ୍ୱୀକାର କରିବେ। ମନୁଷ୍ୟପୁତ୍ରଙ୍କୁ ମାରିଦେବେ। କିନ୍ତୁ ତିନି ଦିନ ପରେ ସେ ପୁଣି ମୃତ୍ୟୁରୁ ପୁନରୁତ୍ଥିତ ହେବେ।” See the chapter |