ମଲାଖୀ 2:7 - ଓଡିଆ ବାଇବେଲ7 କାରଣ ଯାଜକର ଓଷ୍ଠାଧର ଜ୍ଞାନ ରକ୍ଷା କରିବାର ଉପଯୁକ୍ତ ଓ ତାହାର ମୁଖରୁ ବ୍ୟବସ୍ଥା ଅନ୍ୱେଷଣ କରିବାର ଲୋକମାନଙ୍କର ଉପଯୁକ୍ତ; କାରଣ ସେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବାର୍ତ୍ତାବାହକ। See the chapterପବିତ୍ର ବାଇବଲ (Re-edited) - (BSI)7 କାରଣ ଯାଜକର ଓଷ୍ଠାଧର ଜ୍ଞାନ ରକ୍ଷା କରିବାର ଉପଯୁକ୍ତ ଓ ତାହାର ମୁଖରୁ ବ୍ୟବସ୍ଥା ଅନ୍ଵେଷଣ କରିବାର ଲୋକମାନଙ୍କର ଉପଯୁକ୍ତ; କାରଣ ସେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଦୂତ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କାରଣ ଯାଜକର ଓଷ୍ଠାଧର ଜ୍ଞାନ ରକ୍ଷା କରିବାର ଉପଯୁକ୍ତ ଓ ତାହାର ମୁଖରୁ ବ୍ୟବସ୍ଥା ଅନ୍ୱେଷଣ କରିବାର ଲୋକମାନଙ୍କର ଉପଯୁକ୍ତ; କାରଣ ସେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବାର୍ତ୍ତାବାହକ। See the chapterପବିତ୍ର ବାଇବଲ7 ଜଣେ ଯାଜକ ପରମେଶ୍ୱରଙ୍କ ଶିକ୍ଷାସମୂହ ଜାଣିବା ଉଚିତ୍। ଲୋକମାନେ ଯାଜକମାନଙ୍କ ନିକଟକୁ ଯାଇ ପରମେଶ୍ୱରଙ୍କ ଶିକ୍ଷାସମୂହ ଗ୍ରହଣ କରିବା ଉଚିତ୍। କାରଣ ଜଣେ ଯାଜକ ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ଦୂତ ଅଟେ। See the chapter |