ମାଥିଉ 13:2 - ଓଡିଆ ବାଇବେଲ2 ସେଥିରେ ତାହାଙ୍କ ପାଖରେ ବହୁସଂଖ୍ୟକ ଲୋକ ଏକତ୍ର ହେବାରୁ ସେ ଯାଇ ଗୋଟିଏ ନୌକାରେ ବସିଲେ, ପୁଣି, ଲୋକସମୂହ କୂଳରେ ଠିଆ ହୋଇ ରହିଲେ । See the chapterପବିତ୍ର ବାଇବଲ (Re-edited) - (BSI)2 ସେଥିରେ ତାହାଙ୍କ ନିକଟରେ ବହୁସଂଖ୍ୟକ ଲୋକ ଏକତ୍ର ହେବାରୁ ସେ ଯାଇ ଗୋଟିଏ ନୌକାରେ ବସିଲେ, ପୁଣି ଲୋକସମୂହ କୂଳରେ ଠିଆ ହୋଇ ରହିଲେ। See the chapterପବିତ୍ର ବାଇବଲ (CL) NT (BSI)2 ତାଙ୍କ ଚାରିପଟେ ଏତେ ଲୋକ ଭିଡ଼ ହେଲା ଯେ ସେ ଗୋଟିଏ ନୌକାରେ ଯାଇ ବସିଲେ। ଲୋକମାନେ ହ୍ରଦ କୂଳରେ ଠିଆ ହୋଇ ତାଙ୍କ କଥା ଶୁଣିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେଥିରେ ତାହାଙ୍କ ପାଖରେ ବହୁସଂଖ୍ୟକ ଲୋକ ଏକତ୍ର ହେବାରୁ ସେ ଯାଇ ଗୋଟିଏ ନୌକାରେ ବସିଲେ, ପୁଣି, ଲୋକସମୂହ କୂଳରେ ଠିଆ ହୋଇ ରହିଲେ। See the chapterପବିତ୍ର ବାଇବଲ2 ତାହାଙ୍କ ଗ୍ଭରିପଟେ ବହୁତ ଲୋକ ଜମା ହୋଇଗଲେ। ତେଣୁ ଯୀଶୁ ଗୋଟିଏ ଡଙ୍ଗା ଭିତରକୁ ଉଠିଗଲେ ଓ ସେଠାରେ ଯାଇ ବସିଲେ। ସବୁ ଲୋକ କୂଳରେ ରହିଲେ। See the chapter |