ମାଥିଉ 3:9 - ଓଡିଆ ବାଇବେଲ9 ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ଏପରି କହିବାକୁ ଭାବ ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି । See the chapterପବିତ୍ର ବାଇବଲ (Re-edited) - (BSI)9 ପୁଣି ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ଏପରି କହିବାକୁ ଭାଳ ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ଵର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି। See the chapterପବିତ୍ର ବାଇବଲ (CL) NT (BSI)9 ଭାବ ନାହିଁ ଯେ ଅବ୍ରାହାମ ତୁମ ପୂର୍ବପୁରୁଷ ବୋଲି କହିଦେବା ଦ୍ୱାରା ତୁମେ ଦଣ୍ଡରୁ ରକ୍ଷା ପାଇଯିବ। ମୁଁ ତୁମକୁ କହି ରଖୁଛି ଯେ ଈଶ୍ୱର ଏହି ପଥରଗୁଡ଼ିକ ନେଇ ଅବ୍ରାହାମଙ୍କ ବଂଶଧର ସୃଷ୍ଟି କରି ପାରିବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ଏପରି କହିବାକୁ ଭାବ ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରିପାରନ୍ତି। See the chapterପବିତ୍ର ବାଇବଲ9 ତୁମ୍ଭେମାନେ ନିଜକୁ ଅବ୍ରହାମଙ୍କ ସନ୍ତାନ ବୋଲି କହିଦେଲେ ଯେ ଯଥେଷ୍ଟ ହୋଇଗଲା, ସେ କଥା କେବେ ହେଲେ ଭାବ ନାହିଁ। ମୁଁ ତୁମ୍ଭକୁ କହି ରଖୁଛି ଯେ ପରମେଶ୍ୱର ଅବ୍ରହାମଙ୍କ ପାଇଁ ଏହି ପଥରଗୁଡ଼ିକରୁ ମଧ୍ୟ ସନ୍ତାନ ସୃଷ୍ଟି କରି ପାରିବେ। See the chapter |