ମାଥିଉ 9:5 - ଓଡିଆ ବାଇବେଲ5 କାରଣ କ'ଣ ସହଜ ? ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, ବା, ଉଠ, ଚାଲ ବୋଲି କହିବା ? See the chapterପବିତ୍ର ବାଇବଲ (Re-edited) - (BSI)5 କାରଣ କଅଣ ସହଜ? ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, ବା, ଉଠ, ଚାଲ ବୋଲି କହିବା? See the chapterପବିତ୍ର ବାଇବଲ (CL) NT (BSI)5 ‘ତୁମର ପାପ କ୍ଷମା ହୋଇଗଲା?’ ଏକଥା କହିବା ସହଜ ନା ‘ଉଠି ଚାଲି ଯାଅ’ କହିବା ଅଧିକ ସହଜ? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ କଅଣ ସହଜ? ‘ତୁମ୍ଭର ପାପସବୁ କ୍ଷମା କରାଗଲା’ ବୋଲି କହିବା, ବା, ‘ଉଠ, ଚାଲ’ ବୋଲି କହିବା? See the chapterପବିତ୍ର ବାଇବଲ5 ଏହି ପକ୍ଷାଘାତ ରୋଗୀଟିକୁ କେଉଁ ବିଷୟଟି କହିବା ଅଧିକ ସହଜ ହେବ: ‘ତୁମ୍ଭର ପାପ କ୍ଷମା କରି ଦିଆଗଲା’ ନା ‘ଉଠ, ଗ୍ଭଲିବା ଆରମ୍ଭ କର’? See the chapter |