ମୀଖା 1:9 - ଓଡିଆ ବାଇବେଲ9 କାରଣ ତାହାର କ୍ଷତ ଅଚିକିତ୍ସ୍ୟ ଯେହେତୁ ତାହା ଯିହୁଦା ପର୍ଯ୍ୟନ୍ତ ଆସିଅଛି; ତାହା ଆମ୍ଭ ଲୋକମାନଙ୍କର ନଗର ଦ୍ୱାର, ଯିରୂଶାଲମ ପର୍ଯ୍ୟନ୍ତ ପହଞ୍ଚି ଅଛି। See the chapterପବିତ୍ର ବାଇବଲ (Re-edited) - (BSI)9 କାରଣ ତାହାର କ୍ଷତ ଅପ୍ରତିକାର୍ଯ୍ୟ; ଯେହେତୁ ତାହା ଯିହୁଦା ପର୍ଯ୍ୟନ୍ତ ହିଁ ଆସିଅଛି; ତାହା ଆମ୍ଭ ଲୋକମାନଙ୍କର ନଗର-ଦ୍ଵାର, ଯିରୂଶାଲମ ପର୍ଯ୍ୟନ୍ତ ହିଁ ପହଞ୍ଚୁଅଛି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କାରଣ ତାହାର କ୍ଷତ ଅଚିକିତ୍ସ୍ୟ ଯେହେତୁ ତାହା ଯିହୁଦା ପର୍ଯ୍ୟନ୍ତ ଆସିଅଛି; ତାହା ଆମ୍ଭ ଲୋକମାନଙ୍କର ନଗର-ଦ୍ୱାର, ଯିରୂଶାଲମ ପର୍ଯ୍ୟନ୍ତ ପହଞ୍ଚି ଅଛି। See the chapterପବିତ୍ର ବାଇବଲ9 ଶମରିୟାର କ୍ଷତ କେବେ ପୂରଣ ହେବ ନାହିଁ। ତା'ର ପାପ ଯିହୁଦା ପର୍ଯ୍ୟନ୍ତ ବ୍ୟାପି ଅଛି। ଆଉ ମଧ୍ୟ ତାହା ମୋ’ ଲୋକମାନଙ୍କର ନଗରଦ୍ୱାର ଯିରୁଶାଲମ ପର୍ଯ୍ୟନ୍ତ ବ୍ୟାପିଅଛି। See the chapter |