ମୀଖା 7:5 - ଓଡିଆ ବାଇବେଲ5 ତୁମ୍ଭେମାନେ ମିତ୍ରଠାରେ ବିଶ୍ୱାସ କର ନାହିଁ ଓ ପଥର ପ୍ରଦର୍ଶକଠାରେ ବିଶ୍ୱାସ କର ନାହିଁ; ତୁମ୍ଭ ବକ୍ଷଃସ୍ଥଳରେ ଶୟନକାରିଣୀଠାରୁ ଆପଣା ମୁଖର ଦ୍ୱାର ରକ୍ଷା କର। See the chapterପବିତ୍ର ବାଇବଲ (Re-edited) - (BSI)5 ତୁମ୍ଭେମାନେ ମିତ୍ରଠାରେ ପ୍ରତ୍ୟୟ କର ନାହିଁ ଓ ପଥପ୍ରଦର୍ଶକଠାରେ ବିଶ୍ଵାସ କର ନାହିଁ; ତୁମ୍ଭ ବକ୍ଷଃସ୍ଥଳରେ ଶୟନକାରିଣୀଠାରୁ ଆପଣା ମୁଖର ଦ୍ଵାର ରକ୍ଷା କର। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତୁମ୍ଭେମାନେ ମିତ୍ରଠାରେ ବିଶ୍ୱାସ କର ନାହିଁ ଓ ପଥର ପ୍ରଦର୍ଶକଠାରେ ବିଶ୍ୱାସ କର ନାହିଁ; ତୁମ୍ଭ ବକ୍ଷସ୍ଥଳରେ ଶୟନକାରିଣୀଠାରୁ ଆପଣା ମୁଖର ଦ୍ୱାର ରକ୍ଷା କର। See the chapterପବିତ୍ର ବାଇବଲ5 ତୁମ୍ଭର ପ୍ରତିବାସୀ କି ମିତ୍ରଙ୍କୁ ବିଶ୍ୱାସ କର ନାହିଁ। ଏପରିକି ତୁମ୍ଭ ସହିତ ଶୋଉଥିବା ସ୍ତ୍ରୀ ପାଖରେ ମୁଖ ଖୋଲ ନାହିଁ। See the chapter |