ଗଣନା ପୁସ୍ତକ 10:34 - ଓଡିଆ ବାଇବେଲ34 ପୁଣି, ସେମାନେ ଛାଉଣିରୁ ଯାତ୍ରା କରିବା ସମୟରେ ସଦାପ୍ରଭୁଙ୍କ ମେଘ ଦିବସରେ ସେମାନଙ୍କ ଉପରେ ରହିଲା। See the chapterପବିତ୍ର ବାଇବଲ (Re-edited) - (BSI)34 ପୁଣି ସେମାନେ ଛାଉଣିରୁ ଯାତ୍ରା କରିବା ବେଳେ ସଦାପ୍ରଭୁଙ୍କ ମେଘ ଦିବସରେ ସେମାନଙ୍କ ଉପରେ ରହିଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ପୁଣି, ସେମାନେ ଛାଉଣିରୁ ଯାତ୍ରା କରିବା ସମୟରେ ସଦାପ୍ରଭୁଙ୍କ ମେଘ ଦିବସରେ ସେମାନଙ୍କ ଉପରେ ରହିଲା। See the chapterପବିତ୍ର ବାଇବଲ34 ପ୍ରତିଦିନ ସଦାପ୍ରଭୁଙ୍କର ମେଘ ସେମାନଙ୍କୁ ବାଟ କଢ଼ାଇଲେ, ଯେତେବେଳେ ସେମାନେ ସେମାନଙ୍କର ଛାଉଣିରୁ ଯାତ୍ରାରମ୍ଭ କଲେ। See the chapter |