ଗଣନା ପୁସ୍ତକ 11:28 - ଓଡିଆ ବାଇବେଲ28 ତହିଁରେ (ନୂନର ପୁତ୍ର ଯିହୋଶୂୟ ନାମକ) ମୋଶାଙ୍କର ଜଣେ ମନୋନୀତ ପରିଚାରକ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ ମୋଶା, ସେମାନଙ୍କୁ ନିଷେଧ କରନ୍ତୁ।” See the chapterପବିତ୍ର ବାଇବଲ (Re-edited) - (BSI)28 ତହିଁରେ (ନୂନର ପୁତ୍ର ଯିହୋଶୂୟ ନାମକ) ମୋଶାଙ୍କର ଜଣେ ମନୋନୀତ ପରିଚାରକ ମୋଶାଙ୍କୁ କହିଲେ, ହେ ମୋହର ପ୍ରଭୁ ମୋଶା, ସେମାନଙ୍କୁ ନିଷେଧ କରନ୍ତୁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ତହିଁରେ (ନୂନର ପୁତ୍ର ଯିହୋଶୂୟ ନାମକ) ମୋଶାଙ୍କର ଜଣେ ମନୋନୀତ ପରିଚାରକ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ ମୋଶା, ସେମାନଙ୍କୁ ନିଷେଧ କରନ୍ତୁ।” See the chapterପବିତ୍ର ବାଇବଲ28 ତହିଁରେ ନୂନର ପୁତ୍ର ଯିହୋଶୂୟ ମୋଶାଙ୍କୁ କହିଲେ, “ହେ ମୋହର ମୁନିବ ମୋଶା, ସେମାନଙ୍କୁ ସ୍ଥଗିତ କରନ୍ତୁ।” ଯିହୋଶୂୟ ଯୁବକ ସମୟରୁ ମୋଶାଙ୍କର ଜଣେ ମନୋନୀତ ସହକାରୀ ଥିଲେ। See the chapter |