ଗଣନା ପୁସ୍ତକ 13:22 - ଓଡିଆ ବାଇବେଲ22 ଆଉ ସେମାନେ ଦକ୍ଷିଣ ଦିଗ ଦେଇ ଯାଇ ହିବ୍ରୋଣରେ ଉପସ୍ଥିତ ହେଲେ; ସେହି ସ୍ଥାନରେ ଅହୀମାନ୍, ଶେଶୟ ଓ ତଲ୍ମୟ, ଅନାକର ଏହି ସନ୍ତାନମାନେ ଥିଲେ। ମିସରସ୍ଥିତ ସୋୟନ-ପତ୍ତନର ସାତ ବର୍ଷ ପୂର୍ବେ ହିବ୍ରୋଣର ପତ୍ତନ ହୋଇଥିଲା। See the chapterପବିତ୍ର ବାଇବଲ (Re-edited) - (BSI)22 ଆଉ ସେମାନେ ଦକ୍ଷିଣ ଦିଗ ଦେଇ ଯାଇ ହିବ୍ରୋଣରେ ଉପସ୍ଥିତ ହେଲେ; ସେହି ସ୍ଥାନରେ ଅହୀମାନ୍ ଓ ଶେଶୟ ଓ ତଲ୍ମୟ, ଅନାକର ଏହି ସନ୍ତାନମାନେ ଥିଲେ। ମିସରସ୍ଥିତ ସୋୟନ-ପତ୍ତନର ସାତ ବର୍ଷ ପୂର୍ବେ ହିବ୍ରୋଣର ପତ୍ତନ ହୋଇଥିଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଆଉ ସେମାନେ ଦକ୍ଷିଣ ଦିଗ ଦେଇ ଯାଇ ହିବ୍ରୋଣରେ ଉପସ୍ଥିତ ହେଲେ; ସେହି ସ୍ଥାନରେ ଅହୀମାନ୍, ଶେଶୟ ଓ ତଲ୍ମୟ, ଅନାକର ଏହି ସନ୍ତାନମାନେ ଥିଲେ। ମିସରସ୍ଥିତ ସୋୟନ-ପତ୍ତନର ସାତ ବର୍ଷ ପୂର୍ବେ ହିବ୍ରୋଣର ପତ୍ତନ ହୋଇଥିଲା। See the chapterପବିତ୍ର ବାଇବଲ22 ଆଉ ସେମାନେ ଦକ୍ଷିଣ ଦିଗ ଦେଇ ହିବ୍ରୋଣରେ ଯାଇ ଉପସ୍ଥିତ ହେଲେ, ସେହି ସ୍ଥାନରେ ଅହୀମାନ୍, ଶେଶୟ, ତଲ୍ମୟ, ଏହିମାନେ ଅନାକର ବଂଶଧର ବାସ କରୁଥିଲେ। ମିଶରସ୍ଥିତ ସୋୟନର ସାତ ବର୍ଷ ପୂର୍ବେ ହିବ୍ରୋଣ ନିର୍ମାଣ ହୋଇଥିଲା। See the chapter |