ଗଣନା ପୁସ୍ତକ 14:24 - ଓଡିଆ ବାଇବେଲ24 ମାତ୍ର ଆମ୍ଭର ସେବକ କାଲେବଠାରେ ଅନ୍ୟ ଆତ୍ମା ଅଛି ଓ ସେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇଅଛି, ଏଥିପାଇଁ ସେ ଯେଉଁ ଦେଶକୁ ଯାଇଥିଲା, ସେହି ଦେଶରେ ଆମ୍ଭେ ତାହାକୁ ପ୍ରବେଶ କରାଇବା ଓ ତାହାର ବଂଶ ତାହା ଅଧିକାର କରିବେ। See the chapterପବିତ୍ର ବାଇବଲ (Re-edited) - (BSI)24 ମାତ୍ର ଆମ୍ଭର ସେବକ କାଲେବଠାରେ ଅନ୍ୟ ଆତ୍ମା ଅଛି ଓ ସେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇଅଛି, ଏଥିପାଇଁ ସେ ଯେଉଁ ଦେଶକୁ ଯାଇଥିଲା, ସେହି ଦେଶରେ ଆମ୍ଭେ ତାହାକୁ ପ୍ରବେଶ କରାଇବା ଓ ତାହାର ବଂଶ ତାହା ଅଧିକାର କରିବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ମାତ୍ର ଆମ୍ଭର ସେବକ କାଲେବଠାରେ ଅନ୍ୟ ଆତ୍ମା ଅଛି ଓ ସେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇଅଛି, ଏଥିପାଇଁ ସେ ଯେଉଁ ଦେଶକୁ ଯାଇଥିଲା, ସେହି ଦେଶରେ ଆମ୍ଭେ ତାହାକୁ ପ୍ରବେଶ କରାଇବା ଓ ତାହାର ବଂଶ ତାହା ଅଧିକାର କରିବେ। See the chapterପବିତ୍ର ବାଇବଲ24 ମାତ୍ର ଆମ୍ଭର ସେବକ କାଲେବ ସେମାନଙ୍କଠାରୁ ଭିନ୍ନ। ସେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇଅଛି। ଏଣୁ ସେ ଯେଉଁ ଦେଶକୁ ଯାଇଥିଲା, ସେହି ଦେଶରେ ଆମ୍ଭେ ତାହାକୁ ପ୍ରବେଶ କରାଇବା ଓ ତାହାର ବଂଶ ତାହା ଅଧିକାର କରିବେ। See the chapter |