ଗଣନା ପୁସ୍ତକ 14:28 - ଓଡିଆ ବାଇବେଲ28 ସେମାନଙ୍କୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯଦି ଜୀବିତ ହେଉ, ତେବେ ତୁମ୍ଭେମାନେ ଆମ୍ଭ କର୍ଣ୍ଣଗୋଚରରେ ଯାହା କହିଅଛ, ତାହା ହିଁ ଆମ୍ଭେ ତୁମ୍ଭମାନଙ୍କ ପ୍ରତି କରିବା। See the chapterପବିତ୍ର ବାଇବଲ (Re-edited) - (BSI)28 ସେମାନଙ୍କୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯେବେ ଜୀବିତ ହେଉ, ତେବେ ତୁମ୍ଭେମାନେ ଆମ୍ଭ କର୍ଣ୍ଣଗୋଚରରେ ଯାହା କହିଅଛ, ତାହା ହିଁ ଆମ୍ଭେ ତୁମ୍ଭମାନଙ୍କ ପ୍ରତି କରିବା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ସେମାନଙ୍କୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ଯଦି ଜୀବିତ ହେଉ, ତେବେ ତୁମ୍ଭେମାନେ ଆମ୍ଭ କର୍ଣ୍ଣଗୋଚରରେ ଯାହା କହିଅଛ, ତାହା ହିଁ ଆମ୍ଭେ ତୁମ୍ଭମାନଙ୍କ ପ୍ରତି କରିବା। See the chapterପବିତ୍ର ବାଇବଲ28 ସେମାନଙ୍କୁ କୁହ, ‘ସଦାପ୍ରଭୁ ପ୍ରତିଜ୍ଞା କରନ୍ତି। ସେମାନେ ଯାହା ଅଭିଯୋଗ କରିଛନ୍ତି’ ତାହା ହିଁ ମୁଁ କରିବି। See the chapter |