ଗଣନା ପୁସ୍ତକ 14:29 - ଓଡିଆ ବାଇବେଲ29 ତୁମ୍ଭମାନଙ୍କର ଶବ ଏହି ପ୍ରାନ୍ତରରେ ପଡ଼ିବ; ତୁମ୍ଭମାନଙ୍କ ମଧ୍ୟରେ କୋଡ଼ିଏ ବର୍ଷ ଓ ତହିଁରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କର ସମ୍ପୂର୍ଣ୍ଣ ସଂଖ୍ୟାନୁସାରେ ଗଣିତ ଯେତେ ଲୋକ, ତୁମ୍ଭେମାନେ ଆମ୍ଭ ବିରୁଦ୍ଧରେ ବଚସା କରିଅଛ, See the chapterପବିତ୍ର ବାଇବଲ (Re-edited) - (BSI)29 ତୁମ୍ଭମାନଙ୍କର ଶବ ଏହି ପ୍ରାନ୍ତରରେ ପଡ଼ିବ; ତୁମ୍ଭମାନଙ୍କ ମଧ୍ୟରେ କୋଡ଼ିଏ ବର୍ଷ ଓ ତହିଁରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କର ସମ୍ପୂର୍ଣ୍ଣ ସଂଖ୍ୟାନୁସାରେ ଗଣିତ ଯେତେ ଲୋକ, ତୁମ୍ଭେମାନେ ଆମ୍ଭ ବିରୁଦ୍ଧରେ ବଚସା କରିଅଛ, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ତୁମ୍ଭମାନଙ୍କର ଶବ ଏହି ପ୍ରାନ୍ତରରେ ପଡ଼ିବ; ତୁମ୍ଭମାନଙ୍କ ମଧ୍ୟରେ କୋଡ଼ିଏ ବର୍ଷ ଓ ତହିଁରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କର ସମ୍ପୂର୍ଣ୍ଣ ସଂଖ୍ୟାନୁସାରେ ଗଣିତ ଯେତେ ଲୋକ, ତୁମ୍ଭେମାନେ ଆମ୍ଭ ବିରୁଦ୍ଧରେ ବଚସା କରିଅଛ, See the chapterପବିତ୍ର ବାଇବଲ29 ତୁମ୍ଭେମାନେ ଏହି ମରୁଭୂମି ମଧ୍ୟରେ ମରିବ। କୋଡ଼ିଏ ବର୍ଷରୁ ଅଧିକ ବୟସ୍କ ତୁମ୍ଭମାନଙ୍କ ମଧ୍ୟରୁ ଗଣ୍ୟ ହୋଇଥିବା ଲୋକମାନେ ସମ୍ପୂର୍ଣ୍ଣ ସଂଖ୍ୟା ଅନୁସାରେ ଯେଉଁମାନେ ମୋ’ ବିରୁଦ୍ଧରେ ଅଭିଯୋଗ କରିଛନ୍ତି, ସମସ୍ତେ ମରିବେ। See the chapter |