ଗଣନା ପୁସ୍ତକ 14:41 - ଓଡିଆ ବାଇବେଲ41 ତହିଁରେ ମୋଶା କହିଲେ, “ଏବେ ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ଆଜ୍ଞା-ଲଙ୍ଘନ କରୁଅଛ ? ତୁମ୍ଭମାନଙ୍କର ଏହି କର୍ମ ସଫଳ ହେବ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)41 ତହିଁରେ ମୋଶା କହିଲେ, ଏବେ ତୁମ୍ଭେମାନେ କିହେତୁ ସଦାପ୍ରଭୁଙ୍କ ଆଜ୍ଞା ଲଙ୍ଘନ କରୁଅଛ? ତୁମ୍ଭମାନଙ୍କର ଏହି କର୍ମ ସଫଳ ହେବ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ତହିଁରେ ମୋଶା କହିଲେ, “ଏବେ ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ଆଜ୍ଞାଲଙ୍ଘନ କରୁଅଛ? ତୁମ୍ଭମାନଙ୍କର ଏହି କର୍ମ ସଫଳ ହେବ ନାହିଁ। See the chapterପବିତ୍ର ବାଇବଲ41 ତହିଁରେ ମୋଶା କହିଲେ, “ଏବେ ତୁମ୍ଭେମାନେ କି କାରଣରୁ ସଦାପ୍ରଭୁଙ୍କ ଆଜ୍ଞା ଲଘଂନ କରୁଅଛ? ତୁମ୍ଭମାନଙ୍କର ଏହି କର୍ମ ସଫଳ ହେବ ନାହିଁ। See the chapter |