ଗଣନା ପୁସ୍ତକ 16:13 - ଓଡିଆ ବାଇବେଲ13 ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତରରେ ମାରିବାକୁ ଆଣିଅଛ, ଏହା କି କ୍ଷୁଦ୍ର ବିଷୟ ? ଆହୁରି ତୁମ୍ଭେ ଆପଣାକୁ ଆମ୍ଭମାନଙ୍କ ଉପରେ ରାଜା କରୁଅଛ। See the chapterପବିତ୍ର ବାଇବଲ (Re-edited) - (BSI)13 ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧମଧୁପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତରରେ ମାରିବାକୁ ଆଣିଅଛ, ଏହା କି କ୍ଷୁଦ୍ର ବିଷୟ? ଆହୁରି ତୁମ୍ଭେ ଆପଣାକୁ ଆମ୍ଭମାନଙ୍କ ଉପରେ ରାଜା କରୁଅଛ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତରରେ ମାରିବାକୁ ଆଣିଅଛ, ଏହା କି କ୍ଷୁଦ୍ର ବିଷୟ? ଆହୁରି ତୁମ୍ଭେ ଆପଣାକୁ ଆମ୍ଭମାନଙ୍କ ଉପରେ ରାଜା କରୁଅଛ। See the chapterପବିତ୍ର ବାଇବଲ13 ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧମଧୁପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତରରେ ମାରିବାକୁ ଆଣିଅଛ। ଏହା କ’ଣ କ୍ଷୁଦ୍ର ବିଷୟ? ଆହୁରି ତୁମ୍ଭେ ନିଜକୁ ଆମ୍ଭମାନଙ୍କ ଉପରେ ଶାସକ ହେବାକୁ ଗ୍ଭହୁଁଛ। See the chapter |