ଗଣନା ପୁସ୍ତକ 16:26 - ଓଡିଆ ବାଇବେଲ26 ତହୁଁ ସେ ମଣ୍ଡଳୀକୁ କହିଲେ, “ବିନୟ କରୁଅଛି, ତୁମ୍ଭେମାନେ ଏହି ଦୁଷ୍ଟ ଲୋକମାନଙ୍କ ତମ୍ବୁରୁ ଉଠି ଯାଅ ଓ ସେମାନଙ୍କର କିଛିମାତ୍ର ସ୍ପର୍ଶ କର ନାହିଁ, ନୋହିଲେ ତୁମ୍ଭେମାନେ ସେମାନଙ୍କ ପାପସମୂହରେ ବିନଷ୍ଟ ହେବ।” See the chapterପବିତ୍ର ବାଇବଲ (Re-edited) - (BSI)26 ତହୁଁ ସେ ମଣ୍ତଳୀକି କହିଲେ, ବିନୟ କରୁଅଛି, ତୁମ୍ଭେମାନେ ଏହି ଦୁଷ୍ଟ ଲୋକମାନଙ୍କ ତମ୍ଵୁରୁ ଉଠି ଯାଅ ଓ ସେମାନଙ୍କର କିଛିମାତ୍ର ସ୍ପର୍ଶ କର ନାହିଁ, ନୋହିଲେ ତୁମ୍ଭେମାନେ ସେମାନଙ୍କ ପାପସମୂହରେ ବିନଷ୍ଟ ହେବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ତହୁଁ ସେ ମଣ୍ଡଳୀକୁ କହିଲେ, “ବିନୟ କରୁଅଛି, ତୁମ୍ଭେମାନେ ଏହି ଦୁଷ୍ଟ ଲୋକମାନଙ୍କ ତମ୍ବୁରୁ ଉଠିଯାଅ ଓ ସେମାନଙ୍କର କିଛିମାତ୍ର ସ୍ପର୍ଶ କର ନାହିଁ, ନୋହିଲେ ତୁମ୍ଭେମାନେ ସେମାନଙ୍କ ପାପସମୂହରେ ବିନଷ୍ଟ ହେବ।” See the chapterପବିତ୍ର ବାଇବଲ26 ତହୁଁ ମୋଶା ମଣ୍ତଳୀକି କହିଲେ, “ବିନୟ କରୁଅଛି ତୁମ୍ଭେମାନେ ଏହି ଦୁଷ୍ଟ ଲୋକମାନଙ୍କ ଛାଉଣିରୁ ଉଠିଯାଅ ଏବଂ ସେମାନଙ୍କର କିଛି ମାତ୍ର ସ୍ପର୍ଶ କର ନାହିଁ। ନଚେତ୍ ତୁମ୍ଭେମାନେ ସେମାନଙ୍କ ପାପ ଲାଗି ବିନଷ୍ଟ ହେବ।” See the chapter |