ଗଣନା ପୁସ୍ତକ 18:16 - ଓଡିଆ ବାଇବେଲ16 ପୁଣି, ଯେଉଁମାନେ ଏକ ମାସ ବୟସ୍କ ଅବଧି ମୁକ୍ତ କରାଯିବେ, ସେହି ସମସ୍ତଙ୍କୁ ତୁମ୍ଭର ନିରୂପଣୀୟ ମୂଲ୍ୟରେ ପବିତ୍ର ସ୍ଥାନର କୋଡ଼ିଏ ଗେରା ପରିମିତ ଶେକଲ ଅନୁସାରେ ପାଞ୍ଚ ଶେକଲ ରୂପାରେ ମୁକ୍ତ କରିବ। See the chapterପବିତ୍ର ବାଇବଲ (Re-edited) - (BSI)16 ପୁଣି ଯେଉଁମାନେ ଏକ ମାସ ବୟସ୍କ ଅବଧି ମୁକ୍ତ କରାଯିବେ, ସେସମସ୍ତଙ୍କୁ ତୁମ୍ଭର ନିରୂପଣୀୟ ମୂଲ୍ୟରେ ପବିତ୍ର ସ୍ଥାନର କୋଡ଼ିଏ ଗେରା ପରିମିତ ଶେକଲ ଅନୁସାରେ ପାଞ୍ଚ ଶେକଲ ରୂପାରେ ମୁକ୍ତ କରିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି, ଯେଉଁମାନେ ଏକ ମାସ ବୟସ୍କ ଅବଧି ମୁକ୍ତ କରାଯିବେ, ସେହି ସମସ୍ତଙ୍କୁ ତୁମ୍ଭର ନିରୂପଣୀୟ ମୂଲ୍ୟରେ ପବିତ୍ର ସ୍ଥାନର କୋଡ଼ିଏ ଗେରା ପରିମିତ ଶେକଲ ଅନୁସାରେ ପାଞ୍ଚ ଶେକଲ ରୂପାରେ ମୁକ୍ତ କରିବ। See the chapterପବିତ୍ର ବାଇବଲ16 ଯେତେବେଳେ ତୁମ୍ଭେ ଏକ ମାସର ଶିଶୁକୁ ମୁକ୍ତ କର, ତା'ର ନିରୂପିତ ମୂଲ୍ୟରେ ପବିତ୍ର ସ୍ଥାନର କୋଡ଼ିଏ ଗେରା ପରିମିତ ଶେକଲ ଅନୁସାରେ ପାଞ୍ଚ ଶେକଲ ରୂପାରେ ମୁକ୍ତ କରିବ। See the chapter |