ଗଣନା ପୁସ୍ତକ 21:28 - ଓଡିଆ ବାଇବେଲ28 କାରଣ ହିଷ୍ବୋନଠାରୁ ଅଗ୍ନି, ସୀହୋନ ନଗରଠାରୁ ଅଗ୍ନିଶିଖା ନିର୍ଗତ ହୋଇଅଛି; ତାହା ମୋୟାବର ଆର ନଗରକୁ, ଅର୍ଣ୍ଣୋନସ୍ଥ ଉଚ୍ଚସ୍ଥଳୀର ଦେବଗଣକୁ ଗ୍ରାସ କରିଅଛି। See the chapterପବିତ୍ର ବାଇବଲ (Re-edited) - (BSI)28 କାରଣ ହିଷ୍ବୋନ୍ଠାରୁ ଅଗ୍ନି, ସୀହୋନ ନଗରଠାରୁ ଅଗ୍ନିଶିଖା ନିର୍ଗତ ହୋଇଅଛି; ତାହା ମୋୟାବର ଆର ନଗରକୁ, ଅର୍ଣ୍ଣୋନସ୍ଥ ଉଚ୍ଚସ୍ଥଳୀର ଦେବଗଣକୁ ଗ୍ରାସ କରିଅଛି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 କାରଣ ହିଷ୍ବୋନଠାରୁ ଅଗ୍ନି, ସୀହୋନ ନଗରଠାରୁ ଅଗ୍ନିଶିଖା ନିର୍ଗତ ହୋଇଅଛି; ତାହା ମୋୟାବର ଆର ନଗରକୁ, ଅର୍ଣ୍ଣୋନସ୍ଥ ଉଚ୍ଚସ୍ଥଳୀର ଦେବଗଣକୁ ଗ୍ରାସ କରିଅଛି। See the chapterପବିତ୍ର ବାଇବଲ28 ହିଷ୍ବୋନଠାରୁ ଅଗ୍ନି ନିର୍ଗତ ହୋଇଅଛି। ଏକ ଶିଖା ସୀହୋନ ନଗରରୁ ବାହାରିଲା। ସେହି ଅଗ୍ନି ମୋୟାବର ଆର ନଗରକୁ ଧ୍ୱଂସ କଲା ଏବଂ ଅର୍ଣ୍ଣୋନର ପର୍ବତଗୁଡ଼ିକୁ ଧ୍ୱଂସ କଲା। See the chapter |