ଗଣନା ପୁସ୍ତକ 21:33 - ଓଡିଆ ବାଇବେଲ33 ତହୁଁ ସେମାନେ ଫେରି ବାଶନର ପଥ ଦେଇ ଉଠି ଗଲେ; ତହିଁରେ ବାଶନର ରାଜା ଓଗ୍, ସେ ଓ ତାହାର ସମସ୍ତ ଲୋକ ସେମାନଙ୍କ ପ୍ରତିକୂଳରେ ବାହାର ହୋଇ ଇଦ୍ରିୟୀରେ ଯୁଦ୍ଧ କଲେ। See the chapterପବିତ୍ର ବାଇବଲ (Re-edited) - (BSI)33 ତହୁଁ ସେମାନେ ଫେରି ବାଶନର ପଥ ଦେଇ ଉଠିଗଲେ; ତହିଁରେ ବାଶନର ରାଜା ଓଗ, ସେ ଓ ତାହାର ସମସ୍ତ ଲୋକ ସେମାନଙ୍କ ପ୍ରତିକୂଳରେ ବାହାର ହୋଇ ଇଦ୍ରିୟୀରେ ଯୁଦ୍ଧ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ତହୁଁ ସେମାନେ ଫେରି ବାଶନର ପଥ ଦେଇ ଉଠିଗଲେ; ତହିଁରେ ବାଶନର ରାଜା ଓଗ୍, ସେ ଓ ତାହାର ସମସ୍ତ ଲୋକ ସେମାନଙ୍କ ପ୍ରତିକୂଳରେ ବାହାର ହୋଇ ଇଦ୍ରିୟୀରେ ଯୁଦ୍ଧ କଲେ। See the chapterପବିତ୍ର ବାଇବଲ33 ତହୁଁ ସେମାନେ ବାଶନ ଆଡ଼କୁ ଅଗ୍ରସର ହେଲେ। ବାଶନର ରାଜା ଓଗ ତାହାର ଲୋକମାନେ ସେମାନଙ୍କ ସହିତ ଇଦ୍ରିୟୀଠାରେ ଯୁଦ୍ଧ କଲେ। See the chapter |