ଗଣନା ପୁସ୍ତକ 22:8 - ଓଡିଆ ବାଇବେଲ8 ତହୁଁ ସେ ସେମାନଙ୍କୁ କହିଲା, “ତୁମ୍ଭେମାନେ ଆଜି ରାତ୍ରି ଏଠାରେ ରୁହ, ଆଉ ସଦାପ୍ରଭୁ ମୋତେ ଯାହା କହିବେ, ତାହା ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଜଣାଇବି,” ତହିଁରେ ମୋୟାବର ଅଧିପତିମାନେ ବିଲୀୟମ୍ ସଙ୍ଗରେ ରହିଲେ। See the chapterପବିତ୍ର ବାଇବଲ (Re-edited) - (BSI)8 ତହୁଁ ସେ ସେମାନଙ୍କୁ କହିଲା, ତୁମ୍ଭେମାନେ ଆଜି ରାତ୍ରି ଏଠାରେ ରୁହ, ଆଉ ସଦାପ୍ରଭୁ ମୋତେ ଯାହା କହିବେ, ତାହା ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଜଣାଇବି; ତହିଁରେ ମୋୟାବର ଅଧିପତିମାନେ ବିଲୀୟମ ସଙ୍ଗରେ ରହିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହୁଁ ସେ ସେମାନଙ୍କୁ କହିଲା, “ତୁମ୍ଭେମାନେ ଆଜି ରାତ୍ରି ଏଠାରେ ରୁହ, ଆଉ ସଦାପ୍ରଭୁ ମୋତେ ଯାହା କହିବେ, ତାହା ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଜଣାଇବି,” ତହିଁରେ ମୋୟାବର ଅଧିପତିମାନେ ବିଲୀୟମ୍ ସଙ୍ଗରେ ରହିଲେ। See the chapterପବିତ୍ର ବାଇବଲ8 ତହୁଁ ବିଲିୟମ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆଜି ରାତ୍ରି ଏଠାରେ ରୁହ, ଆଉ ସଦାପ୍ରଭୁ ମୋତେ ଯାହା କହିବେ ତାହା ମୁଁ ପୁନର୍ବାର ତୁମ୍ଭକୁ ଜଣାଇବି।” ତହୁଁ ମୋୟାବର ଅଧିପତିମାନେ ବିଲିୟମ ସହିତ ରାତ୍ରି ଯାପନ କଲେ। See the chapter |