ଗଣନା ପୁସ୍ତକ 23:18 - ଓଡିଆ ବାଇବେଲ18 ତହିଁରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ହେ ବାଲାକ, ଉଠ, ଶ୍ରବଣ କର; ହେ ସିପ୍ପୋରର ପୁତ୍ର, ମୋ’ କଥାରେ କର୍ଣ୍ଣପାତ କର।” See the chapterପବିତ୍ର ବାଇବଲ (Re-edited) - (BSI)18 ତହିଁରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, ହେ ବାଲାକ, ଉଠ, ଶ୍ରବଣ କର; ହେ ସିପ୍ପୋରର ପୁତ୍ର, ମୋʼ କଥାରେ କର୍ଣ୍ଣପାତ କର। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତହିଁରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ହେ ବାଲାକ, ଉଠ, ଶ୍ରବଣ କର; ହେ ସିପ୍ପୋରର ପୁତ୍ର, ମୋʼ କଥାରେ କର୍ଣ୍ଣପାତ କର। See the chapterପବିତ୍ର ବାଇବଲ18 ତା'ପରେ ବିଲିୟମ କହିଲେ, “ହେ ବାଲାକ୍, ଉଠ ଏବଂ ମୋ’ କଥା ଶୁଣ, ହେ ସିପ୍ପୋରର ପୁତ୍ର, ଦୟାକରି ମୋ’ କଥାକୁ ତୁମ୍ଭର କର୍ଣ୍ଣ ଦିଅ। See the chapter |