ଗଣନା ପୁସ୍ତକ 23:5 - ଓଡିଆ ବାଇବେଲ5 ସେତେବେଳେ ସଦାପ୍ରଭୁ ବିଲୀୟମ୍ର ମୁଖରେ ଏକ ବାକ୍ୟ ଦେଇ ତାହାକୁ କହିଲେ, “ତୁମ୍ଭେ ବାଲାକ ନିକଟକୁ ଫେରି ଯାଅ, ପୁଣି, ତାହାକୁ ଏହିପରି କୁହ।” See the chapterପବିତ୍ର ବାଇବଲ (Re-edited) - (BSI)5 ସେତେବେଳେ ସଦାପ୍ରଭୁ ବିଲୀୟମର ମୁଖରେ ଏକ ବାକ୍ୟ ଦେଇ ତାହାକୁ କହିଲେ, ତୁମ୍ଭେ ବାଲାକ ନିକଟକୁ ଫେରି ଯାଅ, ପୁଣି ତାହାକୁ ଏରୂପ କୁହ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେତେବେଳେ ସଦାପ୍ରଭୁ ବିଲୀୟମ୍ର ମୁଖରେ ଏକ ବାକ୍ୟ ଦେଇ ତାହାକୁ କହିଲେ, “ତୁମ୍ଭେ ବାଲାକ ନିକଟକୁ ଫେରିଯାଅ, ପୁଣି, ତାହାକୁ ଏହିପରି କୁହ।” See the chapterପବିତ୍ର ବାଇବଲ5 ସେତେବେଳେ ସଦାପ୍ରଭୁ ବିଲିୟମର ମୁଖରେ ଏକ ବାକ୍ୟ ଦେଇ ତାକୁ କହିଲେ, “ତୁମ୍ଭେ ବାଲାକ୍ ନିକଟକୁ ଫେରିଯାଅ, ତାକୁ ଏହିରୂପେ କୁହ।” See the chapter |