ଗଣନା ପୁସ୍ତକ 25:15 - ଓଡିଆ ବାଇବେଲ15 ପୁଣି, ସେହି ହତ ମିଦୀୟନୀୟା ସ୍ତ୍ରୀର ନାମ କସ୍ୱୀ, ସେ ସୂରର କନ୍ୟା; ସେହି ସୂର୍ ମିଦୀୟନୀୟ ଏକ ପିତୃଗୃହର ଲୋକମାନଙ୍କ ମଧ୍ୟରେ ପ୍ରଧାନ ଥିଲା। See the chapterପବିତ୍ର ବାଇବଲ (Re-edited) - (BSI)15 ପୁଣି ସେହି ହତ ମିଦୀୟନୀୟା ସ୍ତ୍ରୀର ନାମ କସ୍ବୀ, ସେ ସୂରର କନ୍ୟା; ସେହି ସୂର ମିଦୀୟନୀୟ ଏକ ପିତୃଗୃହର ଲୋକମାନଙ୍କ ମଧ୍ୟରେ ପ୍ରଧାନ ଥିଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ସେହି ହତ ମିଦୀୟନୀୟା ସ୍ତ୍ରୀର ନାମ କସ୍ୱୀ, ସେ ସୂରର କନ୍ୟା; ସେହି ସୂର୍ ମିଦୀୟନୀୟ ଏକ ପିତୃଗୃହର ଲୋକମାନଙ୍କ ମଧ୍ୟରେ ପ୍ରଧାନ ଥିଲା। See the chapterପବିତ୍ର ବାଇବଲ15 ପୁଣି ସେହି ମିଦିୟନୀୟା ସ୍ତ୍ରୀଲୋକ ଯିଏ ଇସ୍ରାଏଲର ପୁତ୍ର କସବୀ ସହିତ ହତ ହୋଇଥିଲା, ସେ ସୂରର କନ୍ୟା ଥିଲା। ସୂର ମିଦିୟନୀୟ ପରିବାରବର୍ଗର ଏକ ମୁଖ୍ୟ ଥିଲା। See the chapter |