ଗଣନା ପୁସ୍ତକ 25:4 - ଓଡିଆ ବାଇବେଲ4 ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଲୋକମାନଙ୍କର ସମସ୍ତ ପ୍ରଧାନବର୍ଗଙ୍କୁ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସୂର୍ଯ୍ୟ ସମ୍ମୁଖରେ ସେମାନଙ୍କୁ ଟଙ୍ଗାଅ, ତହିଁରେ ଇସ୍ରାଏଲଠାରୁ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଫେରିବ।” See the chapterପବିତ୍ର ବାଇବଲ (Re-edited) - (BSI)4 ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, ଲୋକମାନଙ୍କର ସମସ୍ତ ପ୍ରଧାନବର୍ଗଙ୍କୁ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସୂର୍ଯ୍ୟ ସମ୍ମୁଖରେ ସେମାନଙ୍କୁ ଟଙ୍ଗାଅ, ତହିଁରେ ଇସ୍ରାଏଲଠାରୁ ସଦାପ୍ରଭୁଙ୍କର ପ୍ରଚଣ୍ତ କ୍ରୋଧ ଫେରିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଲୋକମାନଙ୍କର ସମସ୍ତ ପ୍ରଧାନବର୍ଗଙ୍କୁ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସୂର୍ଯ୍ୟ ସମ୍ମୁଖରେ ସେମାନଙ୍କୁ ଟଙ୍ଗାଅ, ତହିଁରେ ଇସ୍ରାଏଲଠାରୁ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଫେରିବ।” See the chapterପବିତ୍ର ବାଇବଲ4 ସଦାପ୍ରଭୁ ମୋଶାଙ୍କୁ କହିଲେ, “ଲୋକମାନଙ୍କର ସମସ୍ତ ନେତୃବର୍ଗଙ୍କୁ ହତ୍ୟା କର ଏବଂ ସର୍ବସାଧାରଣ ସମ୍ମୁଖରେ ସେମାନଙ୍କୁ ଖରାରେ ଟାଙ୍ଗି ଦିଅ। ତେବେ ସଦାପ୍ରଭୁଙ୍କର କ୍ରୋଧ ଇସ୍ରାଏଲମାନଙ୍କଠାରୁ ଦୂରେଇ ଯିବ।” See the chapter |