Online Bible

- Advertisements -




ଗଣନା ପୁସ୍ତକ 26:37 - ଓଡିଆ ବାଇବେଲ

37 ଇଫ୍ରୟିମର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯା’ନ୍ତେ, ବତିଶ ହଜାର ପାଞ୍ଚ ଶହ ଲୋକ ହେଲେ; ଆପଣା ଆପଣା ବଂଶାନୁସାରେ ଏମାନେ ଯୋଷେଫର ସନ୍ତାନ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

37 ଇଫ୍ରୟିମର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯାʼନ୍ତେ, ବତିଶ ହଜାର ପାଞ୍ଚ ଶହ ଲୋକ ହେଲେ; ଆପଣା ଆପଣା ବଂଶାନୁସାରେ ଏମାନେ ଯୋଷଫର ସନ୍ତାନ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ଇଫ୍ରୟିମର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯାʼନ୍ତେ, ବତିଶ ହଜାର ପାଞ୍ଚ ଶହ ଲୋକ ହେଲେ; ଆପଣା ଆପଣା ବଂଶାନୁସାରେ ଏମାନେ ଯୋଷେଫର ସନ୍ତାନ।

See the chapter Copy

ପବିତ୍ର ବାଇବଲ

37 ଇଫ୍ରୟିମର ପରିବାରବର୍ଗର ପୁରୁଷମାନଙ୍କ ସଂଖ୍ୟା 32,500 ଥିଲେ। ଏମାନେ ସେମାନଙ୍କର ନିଜ ନିଜ ବଂଶ ଅନୁସାରେ ଯୋଷେଫର ସନ୍ତାନ।

See the chapter Copy




ଗଣନା ପୁସ୍ତକ 26:37

Follow us:

Advertisements


Advertisements