ଗଣନା ପୁସ୍ତକ 26:65 - ଓଡିଆ ବାଇବେଲ65 କାରଣ ସଦାପ୍ରଭୁ ସେମାନଙ୍କ ବିଷୟରେ କହିଥିଲେ ଯେ, “ସେମାନେ ଅବଶ୍ୟ ଏହି ପ୍ରାନ୍ତରରେ ମରିବେ; ଏହେତୁ ସେମାନଙ୍କ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ବ୍ୟତୀତ ଏକ ଜଣ ହିଁ ଅବଶିଷ୍ଟ ରହିଲା ନାହିଁ।” See the chapterପବିତ୍ର ବାଇବଲ (Re-edited) - (BSI)65 କାରଣ ସଦାପ୍ରଭୁ ସେମାନଙ୍କ ବିଷୟରେ କହିଥିଲେ ଯେ, ସେମାନେ ଅବଶ୍ୟ ଏହି ପ୍ରାନ୍ତରରେ ମରିବେ; ଏହେତୁ ସେମାନଙ୍କ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ଛଡ଼ା ଏକ ଜଣ ହିଁ ଅବଶିଷ୍ଟ ରହିଲା ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT65 କାରଣ ସଦାପ୍ରଭୁ ସେମାନଙ୍କ ବିଷୟରେ କହିଥିଲେ ଯେ, “ସେମାନେ ଅବଶ୍ୟ ଏହି ପ୍ରାନ୍ତରରେ ମରିବେ; ଏହେତୁ ସେମାନଙ୍କ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ବ୍ୟତୀତ ଏକ ଜଣ ହିଁ ଅବଶିଷ୍ଟ ରହିଲା ନାହିଁ।” See the chapterପବିତ୍ର ବାଇବଲ65 କାରଣ ସଦାପ୍ରଭୁ ସେମାନଙ୍କ ବିଷୟରେ କହିଥିଲେ ଯେ, ସେମାନେ ଅବଶ୍ୟ ଏହି ମରୁଭୂମିରେ ମରିବେ। କେବଳ ସେମାନଙ୍କ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ୍ ଓ ନୂନର ପୁତ୍ର ଯିହୋଶୂୟ ବଞ୍ଚି ରହିଲେ, ବାକି ସମସ୍ତେ ମଲେ। See the chapter |