ଗଣନା ପୁସ୍ତକ 27:20 - ଓଡିଆ ବାଇବେଲ20 ଆହୁରି ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ଯେପରି ତାହାର ଆଜ୍ଞାବହ ହେବେ, ଏଥିପାଇଁ ତୁମ୍ଭେ ଆପଣା ସମ୍ଭ୍ରମ ତାହା ଉପରେ ଅର୍ପଣ କର। See the chapterପବିତ୍ର ବାଇବଲ (Re-edited) - (BSI)20 ଆହୁରି ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ଯେପରି ତାହାର ଆଜ୍ଞାବହ ହେବେ, ଏଥିପାଇଁ ତୁମ୍ଭେ ଆପଣା ସମ୍ଭ୍ରମ ତାହା ଉପରେ ଅର୍ପଣ କର। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆହୁରି ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ଯେପରି ତାହାର ଆଜ୍ଞାବହ ହେବେ, ଏଥିପାଇଁ ତୁମ୍ଭେ ଆପଣା ସମ୍ଭ୍ରମ ତାହା ଉପରେ ଅର୍ପଣ କର। See the chapterପବିତ୍ର ବାଇବଲ20 “ତାଙ୍କୁ ତୁମ୍ଭେ ଆପଣାର କିଛି ଅଧିକାର ଦିଅ ଯେପରି ସମସ୍ତ ଇସ୍ରାଏଲର ଲୋକମାନେ ତାଙ୍କୁ ମାନିବେ। See the chapter |