ଗଣନା ପୁସ୍ତକ 29:7 - ଓଡିଆ ବାଇବେଲ7 ଆହୁରି ସେହି ସପ୍ତମ ମାସର ଦଶମ ଦିନରେ ତୁମ୍ଭମାନଙ୍କର ଏକ ପବିତ୍ର ସଭା ହେବ; ପୁଣି, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଭୋଜନ କରିବ ନାହିଁ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; See the chapterପବିତ୍ର ବାଇବଲ (Re-edited) - (BSI)7 ଆହୁରି ସେହି ସପ୍ତମ ମାସର ଦଶମ ଦିନରେ ତୁମ୍ଭମାନଙ୍କର ଏକ ପବିତ୍ର ସଭା ହେବ; ପୁଣି ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଳେଶ ଦେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆହୁରି ସେହି ସପ୍ତମ ମାସର ଦଶମ ଦିନରେ ତୁମ୍ଭମାନଙ୍କର ଏକ ପବିତ୍ର ସଭା ହେବ; ପୁଣି, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଭୋଜନ କରିବ ନାହିଁ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; See the chapterପବିତ୍ର ବାଇବଲ7 “ପୁଣି ସପ୍ତମ ମାସର ଦଶମ ଦିନରେ, ତୁମ୍ଭମାନଙ୍କର ଏକ ପବିତ୍ର ସଭା ହେବା ଉଚିତ୍। ସେ ଦିନରେ ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ ନମ୍ର କରିବା ଉଚିତ୍ ଏବଂ ସେହି ଦିନ କୌଣସି ପ୍ରକାର କାର୍ଯ୍ୟ କରିବା ଉଚିତ୍ ନୁହଁ। See the chapter |