Online Bible

- Advertisements -




ଗଣନା ପୁସ୍ତକ 31:19 - ଓଡିଆ ବାଇବେଲ

19 ଆଉ ତୁମ୍ଭେମାନେ ସାତ ଦିନ ଛାଉଣିର ବାହାରେ ଛାଉଣି ସ୍ଥାପନ କରିବ; ତୁମ୍ଭେମାନେ ଯେତେ ଲୋକ ମନୁଷ୍ୟର ହତ୍ୟା କରିଅଛ ଓ ହତ ଲୋକଙ୍କୁ ସ୍ପର୍ଶ କରିଅଛ, ସମସ୍ତେ ତୃତୀୟ ଦିନରେ, ସପ୍ତମ ଦିନରେ ଆପଣାମାନଙ୍କୁ ଓ ଆପଣା ଆପଣା ବନ୍ଦୀମାନଙ୍କୁ ପାପରୁ ପରିଷ୍କାର କର।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

19 ଆଉ ତୁମ୍ଭେମାନେ ସାତ ଦିନ ଛାଉଣିର ବାହାରେ ଛାଉଣି ସ୍ଥାପନ କରିବ; ତୁମ୍ଭେମାନେ ଯେତେ ଲୋକ ମନୁଷ୍ୟହତ୍ୟା କରିଅଛ ଓ ହତ ଲୋକଙ୍କୁ ସ୍ପର୍ଶ କରିଅଛ, ସମସ୍ତେ ତୃତୀୟ ଦିନରେ ଓ ସପ୍ତମ ଦିନରେ ଆପଣାମାନଙ୍କୁ ଓ ଆପଣା ଆପଣା ବନ୍ଦୀମାନଙ୍କୁ ପାପରୁ ପରିଷ୍କାର କର।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆଉ ତୁମ୍ଭେମାନେ ସାତ ଦିନ ଛାଉଣିର ବାହାରେ ଛାଉଣି ସ୍ଥାପନ କରିବ; ତୁମ୍ଭେମାନେ ଯେତେ ଲୋକ ମନୁଷ୍ୟର ହତ୍ୟା କରିଅଛ ଓ ହତ ଲୋକଙ୍କୁ ସ୍ପର୍ଶ କରିଅଛ, ସମସ୍ତେ ତୃତୀୟ ଦିନରେ, ସପ୍ତମ ଦିନରେ ଆପଣାମାନଙ୍କୁ ଓ ଆପଣା ଆପଣା ବନ୍ଦୀମାନଙ୍କୁ ପାପରୁ ପରିଷ୍କାର କର।

See the chapter Copy

ପବିତ୍ର ବାଇବଲ

19 ତୁମ୍ଭମାନଙ୍କ ମଧ୍ୟରୁ ଯେଉଁମାନେ ମନୁଷ୍ୟ ହତ୍ୟା କରିଅଛନ୍ତି କିମ୍ବା ମୃତ ଶରୀରକୁ ସ୍ପର୍ଶ କରିଅଛନ୍ତି, ସେମାନେ ସାତ ଦିନ ଛାଉଣି ବାହାରେ ରହିବେ। ସେମାନେ ଓ ତୁମ୍ଭର ବନ୍ଦୀମାନେ ତୃତୀୟ ଦିନରେ ଓ ସପ୍ତମ ଦିନରେ ନିଜକୁ ଶୁଚି କରିବା ଉଚିତ୍।

See the chapter Copy




ଗଣନା ପୁସ୍ତକ 31:19

Follow us:

Advertisements


Advertisements