ଗଣନା ପୁସ୍ତକ 33:53 - ଓଡିଆ ବାଇବେଲ53 ପୁଣି, ତୁମ୍ଭେମାନେ ସେହି ଦେଶ ଅଧିକାର କରି ତହିଁ ମଧ୍ୟରେ ବାସ କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ଅଧିକାରାର୍ଥେ ସେହି ଦେଶ ଦେଇଅଛୁ। See the chapterପବିତ୍ର ବାଇବଲ (Re-edited) - (BSI)53 ପୁଣି ତୁମ୍ଭେମାନେ ସେହି ଦେଶ ଅଧିକାର କରି ତହିଁ ମଧ୍ୟରେ ବାସ କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ଅଧିକାରାର୍ଥେ ସେହି ଦେଶ ଦେଇଅଛୁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT53 ପୁଣି, ତୁମ୍ଭେମାନେ ସେହି ଦେଶ ଅଧିକାର କରି ତହିଁ ମଧ୍ୟରେ ବାସ କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ଅଧିକାରାର୍ଥେ ସେହି ଦେଶ ଦେଇଅଛୁ। See the chapterପବିତ୍ର ବାଇବଲ53 ପୁଣି ତୁମ୍ଭେମାନେ ସେହି ଦେଶ ଅଧିକାର କରି ତହିଁ ମଧ୍ୟରେ ବାସ କରିବ। କାରଣ ଆମ୍ଭେ ତୁମ୍ଭମାନଙ୍କ ଅଧିକାରାର୍ଥେ ତୁମ୍ଭମାନଙ୍କୁ ସେହି ଦେଶ ଦେଇଅଛୁ। See the chapter |