ଗଣନା ପୁସ୍ତକ 34:11 - ଓଡିଆ ବାଇବେଲ11 ତହୁଁ ସେହି ସୀମା ଶଫାମ୍ଠାରୁ ଐନ୍ର ପୂର୍ବ ଦିଗ ହୋଇ ରିବ୍ଲା ପର୍ଯ୍ୟନ୍ତ ତଳକୁ ଯିବ; ତହିଁ ଉତ୍ତାରେ ସେହି ସୀମା ଆହୁରି ତଳକୁ ଯାଇ କିନ୍ନେରତ୍ ହ୍ରଦର ପୂର୍ବ ପାର୍ଶ୍ୱ ଦେଇ ଯିବ। See the chapterପବିତ୍ର ବାଇବଲ (Re-edited) - (BSI)11 ତହୁଁ ସେହି ସୀମା ଶଫାମ୍ଠାରୁ ଐନନର ପୂର୍ବ ଦିଗ ହୋଇ ରିବ୍ଲା ପର୍ଯ୍ୟନ୍ତ ତଳକୁ ଯିବ; ତହିଁ ଉତ୍ତାରେ ସେହି ସୀମା ଆହୁରି ତଳକୁ ଯାଇ କିନ୍ନେରତ୍ ହ୍ରଦର ପୂର୍ବପାର୍ଶ୍ଵ ଦେଇ ଯିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହୁଁ ସେହି ସୀମା ଶଫାମ୍ଠାରୁ ଐନ୍ର ପୂର୍ବଦିଗ ହୋଇ ରିବ୍ଲା ପର୍ଯ୍ୟନ୍ତ ତଳକୁ ଯିବ; ତହିଁ ଉତ୍ତାରେ ସେହି ସୀମା ଆହୁରି ତଳକୁ ଯାଇ କିନ୍ନେରତ୍ ହ୍ରଦର ପୂର୍ବ ପାର୍ଶ୍ୱ ଦେଇ ଯିବ। See the chapterପବିତ୍ର ବାଇବଲ11 ସେହି ସୀମା ଶଫାମ୍ଠାରୁ ଐନନ ପୂର୍ବଦିଗ ଆଡ଼କୁ ଶେଷରେ ରିବ୍ଲାର ପାଦଭୂମି ପର୍ଯ୍ୟନ୍ତ ଯିବ ଏବଂ ପୂର୍ବରେ ଏହା ଗାଲିଲୀ ହ୍ରଦ ପର୍ଯ୍ୟନ୍ତ ବିସ୍ତୃତ ହେବ। See the chapter |