ଗଣନା ପୁସ୍ତକ 35:34 - ଓଡିଆ ବାଇବେଲ34 ଏଣୁ ତୁମ୍ଭମାନଙ୍କର ଯେଉଁ ନିବାସ ଦେଶରେ ଆମ୍ଭେ ବାସ କରୁଅଛୁ, ତୁମ୍ଭେ ତାହା ଅଶୁଚି କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ, ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ବାସ କରୁଅଛୁ।” See the chapterପବିତ୍ର ବାଇବଲ (Re-edited) - (BSI)34 ଏଣୁ ତୁମ୍ଭମାନଙ୍କର ଯେଉଁ ନିବାସ ଦେଶରେ ଆମ୍ଭେ ବାସ କରୁଅଛୁ, ତୁମ୍ଭେ ତାହା ଅଶୁଚି କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ, ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ବାସ କରୁଅଛୁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଏଣୁ ତୁମ୍ଭମାନଙ୍କର ଯେଉଁ ନିବାସ ଦେଶରେ ଆମ୍ଭେ ବାସ କରୁଅଛୁ, ତୁମ୍ଭେ ତାହା ଅଶୁଚି କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ, ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ବାସ କରୁଅଛୁ।’” See the chapterପବିତ୍ର ବାଇବଲ34 ତୁମ୍ଭେମାନେ ଯେଉଁ ଦେଶରେ ଅଛ, ମୁଁ ସେଠାରେ ବାସ କରୁଅଛି। ତାହାକୁ ଅଶୁଚି କର ନାହିଁ। କାରଣ ମୁଁ ସ୍ୱୟଂ ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କ ମଧ୍ୟରେ ବାସ କରୁଅଛି।” See the chapter |